ତାରରେ କରେଣ୍ଟ ଗୁଜବ ପରେ ମନସା ଦେବୀ ମନ୍ଦିରରେ ଦଳାଚକଟା
ହରିଦ୍ୱାର: ଉତ୍ତରାଖଣ୍ଡର ହରିଦ୍ୱାରରେ ମନସା ଦେବୀ ମନ୍ଦିରରେ ରବିବାର ବହୁ ସଂଖ୍ୟକ ଶ୍ରଦ୍ଧାଳୁମାତାଙ୍କ ଦର୍ଶନ ପାଇଁ ମନ୍ଦିରରେ ପହଞ୍ଚିଥିଲେ। ସକାଳ ୬ଟାରେ ଏକ ଗୁଜବ ବ୍ୟାପିଗଲା। ଶ୍ରଦ୍ଧାଳୁମାନେ ଠେଲାପେଲା ହେବା ଆରମ୍ଭ କରିଥିଲେ। ତା’ପରେ କିଛି ସମୟ ମଧ୍ୟରେ ଦଳାଚକଟା ଆରମ୍ଭ ହୋଇ ଯାଇଥିଲା ଦଳାଚକଟାରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାକୁ ନିଆଯାଇଛି। ସେଠାରେ ସେମାନଙ୍କର ଚିକିତ୍ସା ଚାଲିଛି। ଜିଲ୍ଲା ମାଜିଷ୍ଟ୍ରେଟ୍ ମୟୂର ଦୀକ୍ଷିତଦୁର୍ଘଟଣା ସହିତ ଜଡିତ ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେଇଛନ୍ତି। […]
Read More Text.