Jantri g

ବଢୁଛି ବିଭିନ୍ନ ନଦୀର ଜଳସ୍ତର, ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାସହ ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି କରାଯାଇଛି । ଏନେଇ ଶନିବାର ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି । ଜଳ […]

Read More Text.
Nasa

ଚାକିରି ଛାଡ଼ିବେ ନାସାର ୩,୮୭୦ କର୍ମଚାରୀ

ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଶାସନ ବଜେଟ୍ କାଟିବା ପାଇଁ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିବା ଲାଗି ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହା ଅନ୍ତର୍ଗତ କର୍ମଚାରୀମାନଙ୍କୁ ନାସାରୁ ବହିଷ୍କାର କରାଯିବା ପରିବର୍ତ୍ତେ ସ୍ୱେଚ୍ଛାକୃତ ଇସ୍ତଫା ଦେବାକୁ କୁହାଯାଇଛି। ଟ୍ରମ୍ପ୍ ପ୍ରଶାସନଙ୍କର […]

Read More Text.
Otet exam

ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ । ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE)ଙ୍କୁ ଏହା ପରିଚାଳିତ ହେଉଥିଲା । କିନ୍ତୁ ପରୀକ୍ଷାର କିଛି […]

Read More Text.
Dwibedi

ଆତଙ୍କବାଦକୁ ସମର୍ଥନ କରୁଥିବା ଲୋକଙ୍କୁ ଛଡାଯିବ ନାହିଁ- ସେନା ମୁଖ୍ୟ

ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍‍ ଷ୍ଟ୍ରାଇକ୍‍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍‍ ବିଜୟ ଦିବସ ଅବସରରେ  ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏଭଳି କହିଛନ୍ତି ଭାରତୀୟ ସେନାର ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ଏକ ଜବାବ ଥିଲା ଅପରେସନ ସିନ୍ଦୂର । ଯାହା […]

Read More Text.
Flood situation 1

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବିପଦ ସଙ୍କେତ ଟପିଲା ବୈତରଣୀ, ରାଜ୍ୟରେ ବିଭିନ୍ନ ପୋଲ ଉପରେ ଚାଲୁଛି ପାଣି

ଭୁବନେଶ୍ୱର : ବିପଦ ସଙ୍କେତ ଟପିଲା ବୈତରଣୀ । ପ୍ରବଳ ବର୍ଷା ଯୋଗୁ ବଢୁଛି ବୈତରଣୀ ନଦୀର ଜଳସ୍ତର । ଆନନ୍ଦପୁରରେ ବିପଦ ସଙ୍କେତ ୩୮.୩୬୦ ଥିବାବେଳେ ଏବେ ୩୮.୫୨୦ ରହିଛି। ସେପଟେ ଚମ୍ପୁଆରେ ୯୭.୨୦ ମିଲିମିଟର ବର୍ଷା ହୋଇଛି । ପ୍ରଭାବରେ ବୈତରଣୀ ନଦୀର ଜଳସ୍ତର ବଢୁଛି । ସେହିପରି ଇବ ନଦୀରେ ପ୍ରଥମ ବନ୍ୟା ଦେଖା ଦେଇଛି । ଲଗାଣ ବର୍ଷାରେ ବଢୁଛି ନଦୀର ଜଳସ୍ତର। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି […]

Read More Text.
Pinak

ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପୋଲିସ

ପୁରୀ : ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପଡିଛି ପୁରୀ ପୋଲିସ । ଭୁବନେଶ୍ୱର ଏମ୍ସ ଓ ଦିଲ୍ଲୀ ଏମ୍ସ ଭିତରେ ପୀଡିତା ଦେଇଥିବା ବୟାନରେ ଫରକ ଥିବା ସୂଚନା ମିଳିଛି । ସେଥିପାଇଁ ପୁଣିଥରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡିତାଙ୍କ ବୟାନ ରେକର୍ଡ ହେବ ବୋଲି କୁହାଯାଇଛି । ପୀଡିତା ସୁସ୍ଥ ହେବାପରେ ହିଁ ଘଟଣା ଉପରୁ ସସପେନ୍ସ ଉଠିପାରିବ । ତେଣୁ ଦିଲ୍ଲୀରୁ ଫେରିଥିବା କ୍ରାଇମବ୍ରାଞ୍ଚ ଟିମ ସହ ପୁରୀ ଏସପି ଏ ବାବଦରେ […]

Read More Text.
Chiqw

ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !

ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ସୃଷ୍ଟି ହୋଇଛି । ତେବେ ସବୁଠାରୁ ଚିନ୍ତାଜନକ ସ୍ଥିତି ରହିଛି ବେଜିଂ ସଂଲଗ୍ନ ଶିଳ୍ପ ସହର ବାଓଡିଂରେ ।  ଏଠାରେ ମାତ୍ର ୨୪ ଘଣ୍ଟା […]

Read More Text.
Ps 1

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର  ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ।  ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ ପ୍ରଧାନ ଶିକ୍ଷକଙ୍କ ନିକଟରେ ୧୭ ଜଣ ଛାତ୍ରୀ ଦେଇଛନ୍ତି ଲିଖିତ ଅଭିଯୋଗ ।  ସପ୍ତମ ଶ୍ରେଣୀର ୭ ଜଣ ଓ ୧୦ ମ ଶ୍ରେଣୀର ୧୦ ଜଣ ଛାତ୍ରୀ କରିଛନ୍ତି ଅଭିଯୋଗ  ।  ପ୍ରଧାନ […]

Read More Text.
Nep

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼ କେଜି ସୁନା, ୪ କେଜି ୬୩୭ ଗ୍ରାମ ରୁପା ଜବତ ହୋଇଥିଲା। ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରୁ ନଗଦ କୋଟିଏ ୪୩ ଲକ୍ଷରୁ ଅଧିକ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଯାଞ୍ଚ ବେଳେ […]

Read More Text.
Nits

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ ବିହାର ‘ସାମ୍ବାଦିକ ସମ୍ମାନ ପେନ୍‌ସନ୍‌ ଯୋଜନା’ର ରାଶି ମଧ୍ୟ ବୃଦ୍ଧି ହୋଇଛି । ବର୍ତ୍ତମାନ ସାମ୍ବାଦିକ ସମ୍ମାନ ଯୋଜନା ପେନ୍‌ସନ୍‌ ଅନୁଯାୟୀ, ୬ ହଜାର ବଦଳରେ ୧୫ ହଜାର ପ୍ରତି ମାସରେ ମିଳିବ । […]

Read More Text.