Bmc v 1

ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ଗିରଫ ନକଲେ ଆତ୍ମହୁତି ଧମକ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନାରେ ଜଣେ ୧୯ ବର୍ଷୀୟା ଯୁବତୀର ଅଭିଯୋଗ ଆଧାରରେ ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଧର୍ଷଣ, ଗର୍ଭପାତ ଏବଂ ଧମକର ମାମଲା ରୁଜୁ ହୋଇଛି, ଯେଉଁଥିରେ ସେ ବାହାନାରେ ନାବାଳିକା ଅବସ୍ଥାରୁ ତାଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନାରେ ଜଣେ ୧୯ ବର୍ଷୀୟା ଯୁବତୀର ଅଭିଯୋଗ ଆଧାରରେ ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ରୁଜୁ ହୋଇଛି। ଅଭିଯୋଗକାରିଣୀ କହିଛନ୍ତି ଯେ ୨୦୨୩ […]

Read More Text.
Cds

ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍

ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ ‘ଅପରେସନ୍ ସିନ୍ଦୂର’ ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ ଯୁଦ୍ଧ ପାଇଁ ଶସ୍ତ୍ର ଏବଂ ଶାସ୍ତ୍ର (ଜ୍ଞାନ) ଉଭୟ ଆବଶ୍ୟକ। ସେ କହିଛନ୍ତି ଯେ ଆଜିର ଯୁଦ୍ଧ ପାରମ୍ପରିକ ଏବଂ ଆଧୁନିକ ପଦ୍ଧତିର ମିଶ୍ରଣ, ଯେଉଁଥିରେ କାଇନେଟିକ୍  (ଅସ୍ତ୍ର-ଆଧାରିତ) ଏବଂ ନନ୍-କାଇନେଟିକ୍ (ସୂଚନା-ଆଧାରିତ) ରଣନୀତି […]

Read More Text.
Water c

ସୁନ୍ଦରଗଡରେ ପ୍ରବଳ ବର୍ଷା, ବଣାଇ ମେଡିକାଲ ଭିତରେ ପଶିଲା ପାଣି

ବଣାଇ: ବଣାଇ ମେଡିକାଲ ଭିତରେ ପଶିଲା ପାଣି । ରୋଗୀ ହନ୍ତସନ୍ତ । ସୁନ୍ଦରଗଡ ଜିଲ୍ଲା ବଣାଇରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଲାଗି ରହିଛି । ପ୍ରାୟ ୧୨ଘଣ୍ଟାରୁ ଅଧିକ ହେବ ଅଧିକାଂଶ ସ୍ଥାନରେ ବିଦ୍ୟୁତ ସେବା ଠପ ହୋଇଯାଇଛି । ଅନ୍ଧାରରେ ରହିଛନ୍ତି ବଣାଇ ବାସିନ୍ଦା । ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ବର୍ଷା ପାଣି ପଶି ରୋଗୀ ସେବା ବ୍ୟାହାତ ହୋଇଛି । ବିଦ୍ୟୁତ ସେବା ଓ ଜେନେରଟର ଅଚଳ ହେବା ପରେ ଅନ୍ଧାରରେ ରୋଗୀ […]

Read More Text.
Rwew

ଅବପାତ ଘନୀଭୂତ ହୋଇ ଲଘୁଚାପରେ ପରିଣତ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ ଏସଆରସି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଶୁକ୍ରବାର ସକାଳେ ନିଶ୍ଚିତ କରିଛି ଯେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଉପକୂଳକୁ ଅତିକ୍ରମ କରି ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଉଛି। ଗତ ତିନି ଘଣ୍ଟାରେ ପ୍ରତି ଘଣ୍ଟା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏହି ପାଣିପାଗ ପ୍ରଣାଳୀ ସକାଳ ୭ଟା ୩୦ରୁ […]

Read More Text.
All party meet 1068x601

ସର୍ବଦଳୀୟ ବୈଠକରେ ସହମତି: ସୋମବାରଠାରୁ ସୁରୁଖୁରୁରେ ଚାଲିବ ସଂସଦ

ବିହାରରେ ଭୋଟର ତାଲିକା ସଂଶୋଧନ ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ବିରୋଧ କରି ସଂସଦରେ ଦୁଇଦିନ ଧରି ହଟ୍ଟଗୋଳ ଲାଗି ରହିବା ପରେ ଶୁକ୍ରବାର ସୁଧାର ଆସିଛି। ସର୍ବଦଳୀୟ ବୈଠକରେ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି। ଆସନ୍ତା ସୋମବାରଠାରୁ ସଂସଦ କାର୍ଯ୍ୟ ନିୟମିତ ଚାଲୁରହିବ ବୋଲି ବୈଠକରେ ସହମତି ହୋଇଛି। ତେବେ ବୈଠକ ପରେ ଅପରାହ୍ନ ୨ଟାରେ ପୁନର୍ବାର କାର୍ଯ୍ୟ ଆରମ୍ଭ ହୋଇଥିଲେ ବିରୋଧୀମାନେ ପୁଣି […]

Read More Text.
Rkl 1

ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ, ୯ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ରାଉରକେଲା : ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ ।  ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ହାଇଲେବୁଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୦ ହଜାର କୋଟି ଟଙ୍କା ବ୍ୟୟ ଅଟକଳ ରେ ୧୨୦୦ ଏକର ପରିମିତ ଜମିରେ ଇସ୍ପାତ କାରଖାନା ସଂପ୍ରସାରଣ କାର୍ଯ୍ୟ କିଭଳି କାର୍ଯ୍ୟକାରୀ ହୋଇପାରିବ ସେଥିପାଇଁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ର ଯୁଗ୍ମ ସଚିବ, ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ରାଉରକେଲା ଇସ୍ପାତ କାରଖାନା […]

Read More Text.
Lokaseva bhaban

ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା କଣ୍ଟ୍ରାକ୍ଟଚୁଆଲ ନିଯୁକ୍ତି ରୋକିବା ଏବଂ ଆର୍ଥିକ ଅନୁଶାସନ ନିଶ୍ଚିତ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଅର୍ଥ ବିଭାଗର ଏକ ସରକାରୀ ଚିଠିରେ କୁହାଯାଇଛି ଯେ, ସମସ୍ତ ବିଭାଗକୁ ଲିଖିତ ଭାବେ ଜଣାଇ ଦିଆଯାଇଛି ଯେ ନୂଆ କରି […]

Read More Text.
Img 20250724 wa0231

ଆର କେ ଜୁନିୟର କଲେଜ, ଲୁହାଶିଳାରେ “ପ୍ରବେଶ ଉତ୍ସବ” ପାଳିତ

ବାରିପଦା: ମୟୁରଭଜ ଜିଲ୍ଲା ବିଜାତଳା ବ୍ଲକ ଅନ୍ତର୍ଗତ ଲୁହାଶିଳା ଗ୍ରାମସ୍ଥିତ ଆର.କେ. ଜୁନିଅର କଲେଜରେ ଜୁଲାଇ ୨୪ ତାରିଖ ଗୁରୁବାର ଦିନ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀର ଛାତ୍ର ଛାତ୍ରୀ ମାନଂକ ଉଦେଶ୍ୟରେ ଏକ ସ୍ୱାଗତ ସମାରୋହ ବା “ପ୍ରବେଶ ଉତ୍ସବ” ଆୟୋଜିତ ହୋଇଯାଇଛି। କଲେଜ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଲେଜର ବହୁସଂଖ୍ୟକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ଜଣାଯାଇଛି। ଏ ଅବସରରେ କଲେଜ ଅଧ୍ୟକ୍ଷ କବି ସଂଗ୍ରାମ ଶତପଥୀଙ୍କ ସଭାପତିତ୍ୱରେ ଆୟୋଜିତ ଏକ ସଭାରେ […]

Read More Text.
Img 20250724 wa0232

ସାପଘରା ପ୍ରାଥମିକ ବିଦ୍ୟାଳୟ ଜଣେ ଶିକ୍ଷୟତ୍ରୀ ରେ ଚାଲୁଛି ଶିଶୁବାଟିକାରୁ ୫ମ ଶ୍ରେଣୀ

ବାରିପଦା : ମୟୁରଭଞ୍ଜ ଜିଲ୍ଲାର ବହଳଦା ବ୍ଲକର ସୁରୁଦା- ଯଶିପୁର ପଞ୍ଚାୟତ ଅନ୍ତର୍ଗତ ସାପଘରା ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷୟତ୍ରୀ ରେ ଶିଶୁବାଟିକାରୁ ୫ ମ ଶ୍ରେଣୀ ପର୍ଯ୍ୟନ୍ତ ଦୁଇଟି ଶ୍ରେଣୀଗୃହରେ ଚାଲୁଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ତଥା ଝାଡ଼ଖଣ୍ଡ ସିମାନ୍ତ କୁ ଲାଗିଥିବା ଏହି  ବିଦ୍ୟାଳୟଟି  ୧୯୬୨ ମସିହାରେ ସ୍ଥାପିତ ହୋଇଛି l ବିଦ୍ୟାଳୟରେ ବର୍ତ୍ତମାନ ୪୨ ଜଣ କୋମଳମତି ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି ।ବିଦ୍ୟାଳୟଟି ଅସୁରକ୍ଷିତ ଥିବା ପରି ମନେ ହୁଏ l […]

Read More Text.
Img 20250724 wa0230

ଅଙ୍ଗନବାଡ଼ି କେନ୍ଦ୍ର ବିପଦଶଙ୍କୁଳ ନେଇ ଶିଶୁମାନେ ଅସୁରକ୍ଷିତ

ବାରିପଦା : ମୟୂରଭଂଜ ଜିଲ୍ଲାର ବିଶୋଇ ବ୍ଳକ ଅନ୍ତର୍ଗତ ଲୁହାକାନି ପଞ୍ଚାୟତର ଅଙ୍ଗନବାଡ଼ି କେନ୍ଦ୍ର ଟି ବର୍ତ୍ତମାନ ବିପଦଶଙ୍କୁଳ ଅବସ୍ଥାରେ ଅଛି। ବିନା ଖୁଣ୍ଟ,ପିଲର ରେ ଗୃହଟି ଅଛି ।ଛାତ ମଧ୍ୟ ଦୁର୍ବଳ ଅଛି । ଛୋଟ ଛୋଟ କୋମଳମତି ଶିଶୁଙ୍କୁ ପାଠପଢ଼ା ଚାଲିଛି ।  ବିପଦଶଙ୍କୁଳ  ଅଙ୍ଗନବାଡି ଗୃହ ନେଇ ଅଭିଭାବକ,ଅଙ୍ଗନବଗଡି ଦିଦି ଓଃ  ରୋଷେୟା ଚିନ୍ତିତ ।  ଏହି ଗୃହର ଛାତ ଦୁର୍ବଳ ଯୋଗୁଁ ବର୍ଷାପାଣି ଗଡୁଛି । ଫଳରେ ଛୋଟ ଛୋଟ କୋମଳମତି […]

Read More Text.