ଆମ ସରକାର ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ମହାସଂଘ ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ବିଭିନ୍ନ ପ୍ରସ୍ତାବ ରଖିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ଆମ ସରକାରଙ୍କର ପ୍ରାଥମିକତା ରହିଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ସମାଜର ୪ଟି ବର୍ଗଙ୍କ ଭିତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ […]
Read More Text.