ବାରିପଦା ଠାରେ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବାରିପଦା : ତା ୨୩-୦୭-୨୦୨୫ ରିଖ.ଆଜି ଅପରାହ୍ନ ୪ଘଟିକା ସମୟ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନେତ୍ରାନନ୍ଦ ମଲ୍ଲିକଙ୍କ ସଭାପତିତ୍ବ ରେ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି. ଉକ୍ତ ବୈଠକ ରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ଉପଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ […]
Read More Text.