ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍ଆଇଟି ତଦନ୍ତ ଆବଶ୍ୟକ ନାହିଁ
କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍ଆଇଟି ତଦନ୍ତର ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ବିଭିନ୍ନ ରାଜନୈତିକ ଦଳର ବନ୍ଦ ଡାକରା ଯୋଗୁଁ ସାଧାରଣ ଜନତା ଅସୁବିଧାର ସମ୍ମୁଖୀନ ହୋଇଥିବା ନେଇ ଆବେଦନକାରୀ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ଉତ୍ତର ରଖିବା ପାଇଁ ପ୍ରତିପକ୍ଷ […]
Read More Text.