ଦୁଷ୍କର୍ମ ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ
ରାୟଗଡ଼ା : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଦୁଷ୍କର୍ମ ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ଗିରଫ କରିଛି । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି । ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୋଲିସ କେସ ନଂ ୨୫୫ରେ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି । ଘଟଣାରୁ ପ୍ରକାଶ ଯେ, ରାୟଗଡ଼ାରେ […]
Read More Text.