ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ତରବରିଆ ଭାବେ ପ୍ରସ୍ତୁତ ହୋଇଥିଲା ଆଇସିସି ରିପୋର୍ଟ
ବାଲେଶ୍ବର: ଫୋକିର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଆଇସିସି ରିପୋର୍ଟ ସତ। ରିପୋର୍ଟରେ ବିସ୍ଫୋରକ ବୟାନ ଦେଇଛନ୍ତି ଆଇସିସି ସଦସ୍ୟ। ସମୟ ସ୍ବଳ୍ପତା ଭିତରେ ତରବରିଆ ଭାବେ ପ୍ରସ୍ତୁତ ହୋଇତିଲା ICC ରିପୋର୍ଟ। ଯେଉଁମାନେ କମିଟିରେ ଥିଲା ସେମାନେ ଅନ୍ୟ କାର୍ଯ୍ୟରେ ବ୍ୟସ୍ତ ରହୁଥିଲେ। ଅଧ୍ୟାପକଙ୍କ ବିରୋଧରେ ଯେଉଁ ଅଭିଯୋଗ ଆସିଥିଲା ତା ସପକ୍ଷରେ ଯାଇନଥିଲେ ପିଲାମାନେ। ଲଟେରୀ ମାଧ୍ୟମରେ ଚୟନ କରାଯାଇ ଛାତ୍ରଛାତ୍ରୀଙ୍କ ବୟାନ ନିଆଯାଇଥିଲା। ବର୍ତ୍ତମାନ ତଦନ୍ତ ସଠିକ ବାଟରେ […]
Read More Text.