ଭେନେଜୁଏଲା ରାଷ୍ଟ୍ରପତି ଦମ୍ପତିଙ୍କୁ ଗିରଫ ପରେ ଜାତିସଂଘ ଡାକିଲା ଜରୁରୀ ବୈଠକ
ନ୍ୟୁୟର୍କ : ଭେନେଜୁଏଲା ବିରୁଦ୍ଧରେ ଆମେରିକାର ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀଙ୍କୁ ଗିରଫ ଘଟଣା ସମଗ୍ର ବିଶ୍ବକୁ ଚିନ୍ତିତ କରିଛି । ଏହାକୁ ଦୃଷ୍ଟିରେ ରଖି ଜାତିସଂଘ ଏକ ଜରୁରୀ ବୈଠକ ଡାକିଛି । ସୂଚନା ଅନୁସାରେ ଜାତିସଂଘ ନିରାପତ୍ତା ପରିଷଦ ସୋମବାର ଏକ ଜରୁରୀକାଳୀନ ବୈଠକ ଡାକିବାକୁ ନିଷ୍ପତ୍ତି ନେଇଛି। ଏହି ବୈଠକ ସକାଳ ୧୦ଟା (ଭାରତୀୟ ସମୟ ରାତି ସାଢେ ୮ଟା)ରେ ସୋମାଲିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। […]
Read More Text.