ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲା: ପେଟ୍ରୋଲ ପମ୍ପରୁ ମିଳିଲା ବଡ଼ ପ୍ରମାଣ
ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ମାମଲାର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମକୁ ମିଳିଛି ନୂଆ ସୁରାକ୍। ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା, ଏବଂ କିଏ ଆଣିଲା, ସେ ନେଇ କିଛି ସୁରାକ୍ ମିଳିଥିବା କୁହାଯାଉଛି। ଗତ ୧୨ ତାରିଖରେ ଜୀବନ ହାରିଥିବା ଉଦ୍ୟମ କରିଥିବା ଛାତ୍ରୀ ଜଣକ କଲେଜ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରୁ ବାହାରି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତେବେ ପ୍ରକୋଷ୍ଠରେ କଣ […]
Read More Text.