ଆଦର୍ଶ ବିଦ୍ୟାଳୟ, ସାନଶୋଳର ୧୦୦ ଶଯ୍ୟା ବିଶିଷ୍ଟ ବାଳିକା ଛାତ୍ରାବାସ ଉଦଘାଟିତ
ବାରିପଦା: ମୟୁରଭଞ୍ଜ ଜିଲ୍ଲା ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ସାନଶୋଳସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବ ନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ବାଳିକା ଛାତ୍ରାବାସ ଆଜି ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବିଧାୟିକା ସଂଜଳି ମୁର୍ମୁ, ଜିଲ୍ଲା ପରିଷଦ ସଭାପତି ଭାରତୀ ହାଁସଦା, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ବ୍ଲକ ଉନ୍ନୟନ ଅଧିକାରୀ ମୁନା ସେଠୀ, ବ୍ଲକ ଶିକ୍ଷା ଅଧିକାରୀ ଦିପ୍ତିମୟୀ ସିଂ, ଜିଲ୍ଲା ପରିଷଦ ମଧୁସୂଦନ ସିଂ, ବ୍ଲକ […]
Read More Text.