ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ
ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସାମ୍ବାଦିକ ସମ୍ମିଳନୀରେ ମିଳିତ ବିରୋଧୀ ଦଳ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇ କହିଛନ୍ତି […]
Read More Text.