‘ଅପରେସନ୍ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍
ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା ନେଇ ବିଦେଶୀ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇଥିଲା । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ଅଜିତ୍ ଡୋଭାଲ । ଡୋଭାଲ୍ କହିଛନ୍ତି, ‘‘ମୋତେ ଭାରତୀୟ କ୍ଷତିର ଗୋଟିଏ ଫଟୋ ଦେଖାନ୍ତୁ – […]
Read More Text.