୭ଟି ନୂଆ ମ୍ୟୁନିସିପାଲିଟି ଓ ୨୮ ଏନଏସି ପାଇଁ ବିଜ୍ଞପ୍ତି ଜାରି
ଭୁବନେଶ୍ୱର : ୭ଟି ନୂଆ ପୌରପାଳିକା ଓ ୨୮ ନୂଆ ଏନଏସି ପାଇଁ ବିଜ୍ଞପ୍ତି ଜାରି । ନୂଆ ଏନଏସି ପାଇଁ ସମସ୍ତ ବିଡ଼ିଓ ମାନଙ୍କୁ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ ହସ୍ତାନ୍ତର ହୋଇଛି। ସବୁ ଏନଏସିର ନୂତନ କାର୍ଯ୍ୟାଳୟ ପାଇଁ ୬କୋଟି, ରାସ୍ତା ପାଇଁ ୫୦ଲକ୍ଷ ଓ ଲାଇଟ ପାଇଁ ୫୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏନଏସି ରୁ ଉନ୍ନୀତ ହୋଇଥିବା ୭ଟି ମ୍ୟୁନିସିପାଲିଟି ପାଇଁ ମଧ୍ୟ ଅର୍ଥ ଦିଆଯାଇଛି। ସାନିଟେସନ, ଅଲୋକୀକରଣ ଭଳି ବିଭିନ୍ନ […]
Read More Text.