ସେନା ଡାକ୍ତରଙ୍କ ଅବିଶ୍ୱସନୀୟ ସାହାଯ୍ୟ: ହେୟାର କ୍ଲିପ୍, ପକେଟ୍ ଛୁରୀରେ ରେଳ ପ୍ଲାଟଫର୍ମରେ ହେଲା ଶିଶୁକନ୍ୟାର ଜନ୍ମ
ଝାନ୍ସୀ,୬ା୭: ଝାନ୍ସୀ ରେଳ ଷ୍ଟେସନର ପ୍ଲାଟଫର୍ମରେ ଏକ ଅବିଶ୍ୱସନୀୟ ଘଟଣାରେ ଜଣେ ଯୁବ ସେନା ଡାକ୍ତର ହେୟାର କ୍ଲିପ୍ ଓ ପକେଟ୍ ଛୁରୀ ବ୍ୟବହାର କରି ଜଣେ ଗର୍ଭବତୀ ମହିଳାଙ୍କର ଶିଶୁକନ୍ୟାର ଜନ୍ମ ସଫଳତାର ସହ ସମ୍ପନ୍ନ କରାଇଛନ୍ତି। ଏହି ଘଟଣା ଉପସ୍ଥିତ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ନବଜାତକ ଓ ତାଙ୍କ ମାତାଙ୍କ ଜୀବନ ରକ୍ଷା ପାଇଁ ଏହା ଏକ ଅନୁପ୍ରେରଣାଦାୟୀ ଉଦାହରଣ ହୋଇଛି। ନର୍ଥ ସେନ୍ଟ୍ରାଲ ରେଳବାଇର ଝାନ୍ସୀ ଡିଭିଜନର ଜନସମ୍ପର୍କ ଅଧିକାରୀ ମନୋଜ କୁମାର […]
Read More Text.