2 189 1751711967338

ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ ଆମେରିକାରେ ଗିରଫ

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି) ଦୁର୍ନୀତି ମାମଲାରେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀଙ୍କୁ ଗିରଫ କରିଛି ଆମେରିକା ପୁଲିସ। ଭାରତର ଅନୁରୋଧ କ୍ରମେ ଆମେରିକା ଏହି ପଦକ୍ଷେପ ନେଇଛି। ନେହାଲଙ୍କୁ ଗିରଫ କରି ଭାରତକୁ ପ୍ରତ୍ୟର୍ପଣ କରିବା ଲାଗି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଏବଂ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଆମେରିକାକୁ ଅନୁରୋଧ କରାଯାଇଥିଲା। ନେହାଲ ଗିରଫ ହେବା ପରେ ତାଙ୍କୁ ଭାରତ ପ୍ରତ୍ୟର୍ପଣ ଲାଗି ଆମେରିକା ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପିଏନବି ଦୁର୍ନୀତିରେ ଭାରତ ସରକାର […]

Read More Text.
Ratha

ରଥଯାତ୍ରାରେ ବିଭିନ୍ନ ଦୋକାନୀଙ୍କ ଉପରେ ଚଢାଉ, ଦୂଷିତ ଖାଦ୍ୟ ନଷ୍ଟ ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା ଆଦାୟ

ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅବସରେ ସ୍ଵାସ୍ଥ୍ୟସେବା ଅବସରରେ ଅଧିକ ଗୁରୁତ୍ୱ ଦିଆଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ ମଧ୍ୟ ବିଭିନ୍ନ ବିଭାଗମାନଙ୍କ ଦ୍ଵାରା ସଚେତନତା କାର୍ଯ୍ୟ ଚାଲୁରହିଛି । ଖାଦ୍ୟ ନିରାପତ୍ତା ଟିମ୍‌ଗୁଡ଼ିକ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ […]

Read More Text.
Fl

ଆମେରିକାରେ ବନ୍ୟା; ୨୪ ମୃତ

ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ ମଧ୍ୟ କ୍ଷେତ୍ରରେ ସ୍ଥିତ ଟେକ୍ସାସ ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ବନ୍ୟା ପାଇଁ ହାହାକାର ସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକେ ନିଖୋଜ ଅଛନ୍ତି । ଲୋକଙ୍କୁ ଜଳବନ୍ଦୀ ଅଞ୍ଚଳରୁ ରକ୍ଷା କରିବାକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଡଙ୍ଗା ଠାରୁ ଆରମ୍ଭ କରି ହେଲିକପ୍ଟର ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟରେ ବ୍ୟବହାର କରାଯାଉଛି । […]

Read More Text.
Image 8

କୋରାପୁଟ-ଜୟପୁର ରେଳପଥରେ ଭୂସ୍ଖଳନ: ୨ ଦିନ ପରେ ସ୍ବାଭିବକ ହେଲା ରେଳ ଚଳାଚଳ

ଭୁବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ କରିବାର ମାତ୍ର ଦୁଇ ଦିନ ମଧ୍ୟରେ ପୁନରୁଦ୍ଧାର କାର୍ଯ୍ୟ ସଫଳତାର ସହ ଶେଷ ହୋଇଛି । ଭୂସ୍ଖଳନ କୋରାପୁଟ ଏବଂ କିରାଣ୍ଡୁଲ ମଧ୍ୟରେ ଟ୍ରେନ୍ ଚଳାଚଳକୁ ଗୁରୁତର ଭାବରେ ପ୍ରଭାବିତ କରିଥିଲା, କାରଣ ଟ୍ରାକର […]

Read More Text.
Img 20250704 wa0135

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବନ ମହୋତ୍ସବ ସପ୍ତାହ ପାଳନ

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ ତରଫରୁ ବନ ବିଭାଗର ସହଯୋଗରେ ଆଜି ସ୍ଥାନୀୟ ଏମ କେ ସି ହାଇ ସ୍କୁଲ ପରିସରରେ “ବନ ମହୋତ୍ସବ ସପ୍ତାହ” ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରା ଜଜ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହିତ ଶିକ୍ଷାର୍ଥୀ ମାନଙ୍କୁ ସାଂପ୍ରତିକ ସମୟରେ ବୃକ୍ଷରୋପଣର ଉପଦେୟତା ସମ୍ବନ୍ଧରେ ବୁଝାଇବା ସହିତ ଅଧିକରୁ ଅଧିକ […]

Read More Text.
Img 20250704 wa0133

ରଥଯାତ୍ରା ଉପଲକ୍ଷେ ଶ୍ରୀ ଶ୍ରୀ ହରିବଳଦେବ ଜୀଉ ଘୋଷଯାତ୍ରା ଉପଦେଷ୍ଟା କମିଟି ପକ୍ଷରୁ ସମୂହ ପ୍ରସାଦ ସେବନ ବ୍ୟବସ୍ଥା

ବାରିପଦା: ଆଜି ପବିତ୍ର ରଥଯାତ୍ରା ଉପଲକ୍ଷେ ଶ୍ରୀ ଶ୍ରୀ ହରିବଳଦେବ ଜୀଉ ଘୋଷ ଯାତ୍ରା ଉପଦେଷ୍ଟା କମିଟି ତରଫରୁ ବାରିପଦା ସ୍ଥିତ ସ୍ୱସ୍ତିକ ଗାର୍ଡେନ ଠାରେ ସମୂହ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ଏଥିରେ ଶହ ଶହ ସଂଖ୍ୟାରେ ଭକ୍ତ, ଶ୍ରଦ୍ଧାଳୁ ଓ ସାଧାରଣ ଜନତା ଏକତ୍ରିତ ହୋଇ ମହାପ୍ରଭୁଙ୍କ ଦିବ୍ୟ ପ୍ରସାଦ ସେବନର ସୁଯୋଗ ପାଇଥିଲେ ଏବଂ ଭକ୍ତ-ଶ୍ରଦ୍ଧାଳୁ ଆବାଳ ବୃଦ୍ଧ ବନିତାଙ୍କ ସମୂହ ପ୍ରସାଦ ସେବନ, ପରିବେଶକୁ କିଛି କ୍ଷଣ ପାଇଁ ଆନନ୍ଦ ବଜାରରେ […]

Read More Text.

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ଜୁଲାଇ ମାସ ପାଇଁ  ଯୁଗ୍ମ ଜନ ଶୁଣାଣୀ ଶିବିର ସମ୍ପର୍କୀତ କାର୍ଯ୍ୟସୂଚୀ

ବାରିପଦା : ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଚଳିତ ବର୍ଷ ଜୁଲାଇ ମାସରେ  ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଜୁଲାଇ ମାସର ପ୍ରଥମ ସୋମବାର  ତା ୦୭-୦୭-୨୦୨୫ ରିଖ   ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୦ଘଟିକା ଠାରୁ ଅପରାହ୍ନ ୫ଘଟିକା ସମୟ ପର୍ଯ୍ୟନ୍ତ ଶୁଣାଣି ହେବ,ସେହିପରି ଜୁଲାଇ ମାସର ଦ୍ୱିତୀୟ […]

Read More Text.
Img 20250704 wa0125

୯ ଜୁଲାଇ ଦେଶବ୍ୟାପୀ ହରତାଳ ର ସଫଳତା ପାଇଁ  ପଥପ୍ରାନ୍ତ ସଭା ଅନୁଷ୍ଠିତ

ବାରିପଦା: କେନ୍ଦ୍ର ସରକାରର ଶ୍ରମିକ, କୃଷକ, କର୍ମଚାରୀ,ଜନ ବିରୋଧି ନୀତିକୁ ନେଇ ଦେଶର ପ୍ରମୁଖ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ଵାଧୀନ ଫେଡେରେସନ ସମୂହଙ୍କ ପକ୍ଷରୁ ଆସନ୍ତା ୯ ତାରିଖ ଦେଶବ୍ୟାପୀ ସାଧାରଣ ଧର୍ମଘଟ ଅନୁଷ୍ଠିତ ହେବାକୁ ଯାଉଛି। ଦରଦାମ ବୃଦ୍ଧି ନିୟନ୍ତ୍ରଣ କରିବା,୪ ଶ୍ରମ କୋଡ଼ ବାତିଲ କରିବା, ଆଇଏଲସି ତୁରନ୍ତ ଡକାଇବା, ସ୍କିମ ୱାର୍କର ଯଥା ଆଶା, ଅନ୍ଗନବାଡି ଓ ପାଚିକା ସହାୟିକାଙ୍କ ଇତ୍ୟାଦିକୁ ଶ୍ରମିକର ମାନ୍ୟତା ସହ ମାସିକ ୨୬ ହଜାର ଟଙ୍କା […]

Read More Text.
Img 20250704 wa0137

ରଥଯାତ୍ରାରେ ବଡଦାଣ୍ଡ ଶ୍ରୀଗୁରୁ ଭାଗବତ ଟୁଙ୍ଗୀ ତରଫରୁ ଭଜନ ସନ୍ଧ୍ୟା

 ବାରିପଦା : ବଡଦାଣ୍ଡ ଶ୍ରୀଗୁରୁ ଭାଗବତ ଟୁଙ୍ଗୀ ତରଫରୁ ପବିତ୍ର ରଥଯାତ୍ରା ଅବସରରେ ବାରିପଦାରେ ପ୍ରଥମ ଥର ପାଇଁ ଏକ ଭଜନ ସନ୍ଧ୍ୟାର ଆୟୋଜନ କରାଯାଇଥିଲା l  ଗୁରୁଜୀ ଡ଼ଃ ଚନ୍ଦ୍ରଭାନୁ ଶତପଥୀଙ୍କ ରଚିତ ଶ୍ରୀଗୁରୁ ଭାଗବତ ଗ୍ରନ୍ଥର ପ୍ରଥମ କୋଡିଏ ଧାଡିର ସାମୁହିକ ପାରାୟଣ  ସହ ଏହି ଭଜନ ସନ୍ଧ୍ୟା ଆରମ୍ଭ ହୋଇଥିଲା  l  ଭଜନ ସନ୍ଧ୍ୟାରେ ସ୍ଥାନୀୟ କଳାକାର ଚନ୍ଦନ ଭଞ୍ଜ ଓ ସୁଶ୍ରୀ ସୁଲଗ୍ନା ରଣା ସୁନ୍ଦର ସୁନ୍ଦର ଭଜନ ପରିବେଷଣ କରିବା […]

Read More Text.
Vij

ବିଜୟ ଟିଭିକେର ମୁଖ୍ୟମନ୍ତ୍ରୀ ଚେହେରା, ବିଜେପି ସହ ହେବନି ମେଣ୍ଟ

ଚେନ୍ନଇ: ୨୦୨୬ ତାମିଲନାଡ଼ୁ ନିର୍ବାଚନକୁ ନେଇ ଟିଭିକେ(ତାମିଲଗା ଭେଟ୍ଟ୍ରି କାଝାଗମ୍‌) ଦଳ ଶୁକ୍ରବାର ବଡ଼ ଘୋଷଣା କରିଛି। ଅଭିନେତା ଥଲପତି ବିଜୟ ହୋଇଛନ୍ତି ଦଳର ମୁଖ୍ୟମନ୍ତ୍ରୀ ଚେହେରା। ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ ବୈଠକରେ ଅଭିନେତାରୁ ରାଜନେତା ପାଲଟିଥିବା ଜୋସେଫ୍‌ ବିଜୟ ଚନ୍ଦ୍ରଶେଖର ଓରଫ୍‌ ଥଲପତି ବିଜୟଙ୍କୁ ୨୦୨୬ ତାମିଲନାଡ଼ୁ ନିର୍ବାଚନ ପାଇଁ ଦଳର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରାଯାଇଛି। ଏଥିସହ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ଦଳ ଏକାକୀ ଲଢିବ ବୋଲି ମଧ୍ୟ ଘୋଷଣା କରାଯାଇଛି। ବିଜୟ […]

Read More Text.