ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା, ପୁରୀ ହେବ ମହାନଗର ନିଗମ
ପୁରୀ : ବଢିବ ପୁରୀର କଳେବର । ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା । କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ, ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ଘୋଷଣା କରିଛନ୍ତି ମୋହନ ମାଝୀ । ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାୟତକୁ ସାମିଲ କରି ପୁରୀ […]
Read More Text.