ଜାନୁଆରୀ ପହିଲାରୁ ପୂର୍ବତଟ ରେଳପଥର ନୂଆ ସମୟ ସାରଣୀ ଲାଗୁ
ଭୁବନେଶ୍ୱର: ନୂଆବର୍ଷରେ ବଦଳିଲା ଟ୍ରେନ୍ର ସମୟ ସାରଣୀ। ୨୦୨୬ ଜାନୁଆରୀ ୧ରୁ ନୂତନ ସମୟ ସାରଣୀ ଜାରି କରିଛି ପୂର୍ବ ତଟ ରେଳପଥ। ସଂଶୋଧିତ ସମୟସାରଣୀରେ ନୂତନ ଟ୍ରେନ ପ୍ରଚଳନ, ବିଦ୍ୟମାନ ସେବାର ସମ୍ପ୍ରସାରଣ, ଟ୍ରେନ ଚଳାଚଳର ଫ୍ରିକ୍ୱେନ୍ସି ବୃଦ୍ଧି, ଅତିରିକ୍ତ ଷ୍ଟପେଜ୍, ଟ୍ରେନର ଗତି ବୃଦ୍ଧି ଏବଂ କାର୍ଯ୍ୟକ୍ଷମତା ଏବଂ ଯାତ୍ରୀ ସୁବିଧାକୁ ଉନ୍ନତ କରିବା ପାଇଁ ସମୟସାରଣୀର ପରିବର୍ତ୍ତନ ସମେତ ଅନେକ ଯାତ୍ରୀ ଅନୁକୂଳ ପଦକ୍ଷେପ ଅନ୍ତର୍ଭୁକ୍ତ କରାଯାଇଛି। ନୂତନ ସମୟସାରଣୀ ପରବର୍ତ୍ତୀ ସମୟସାରଣୀ […]
Read More Text.