Safal

୧୮ ହଜାର ଡେଟୋନେଟର ଓଡ଼ିଶା- ଝାଡ଼ଖଣ୍ଡ ସୀମାରୁ ଜବତ କଲେ ସୁରକ୍ଷାବାହିନୀ

ରାଉରକେଲା : ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କଲେ ସୁରକ୍ଷାବାହିନୀ ।  ଜବତ ହେଲା ୧୮ ହଜାର ଡେଟୋନେଟର ।  ସୁରକ୍ଷାବାହିନୀ ଦ୍ବାରା ୧୮ହଜାର ଡେଟୋନେଟର ଜବତ ହୋଇଛି ।  ଓଡ଼ିଶା- ଝାଡ଼ଖଣ୍ଡ ସୀମା ଜରେଇକେଲା ଥାନା ସରଣ୍ଡା ଜଙ୍ଗଲରୁ ଜବତ କରିଛନ୍ତି ସୁରକ୍ଷାବାହିନୀ । ଉଦ୍ଧାର ପରେ ବୋମା ନିଷ୍କ୍ରିୟକାରୀ ଦଳ ସହାୟତାରେ ସେଗୁଡିକୁ ନଷ୍ଟ କରିଦିଯାଇଛି। ଟଣ୍ଟୋ ଥାନା ହୁସିପି ଗାଁର ଜଙ୍ଗଲ ଓ ପାହାଡ଼ରେ ଏସବୁ ବିସ୍ଫୋରକ ଲୁଚାଇ ରଖାଯାଇଥିଲା । ଗୁପ୍ତ ସୂଚନା […]

Read More Text.
Himac

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା ୨୪ଘଣ୍ଟାରେ ଏହି ଜିଲାଗୁଡିକରେ ୮ ଇଞ୍ଚ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ସେପଟେ ହିମାଚଳ ପ୍ରାଦଶରେ ମଧ୍ୟ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି। ୧୧ ଟି ସ୍ଥାନରେ ବାଦଲ ଫଟା ବର୍ଷା […]

Read More Text.
Mohan majhi 1

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି।  ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ ।  OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ।  ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, […]

Read More Text.
Img 20250502 wa0004 750x430

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଅଧିକ ଚାହିଦା ଥିବା ସମୟରେ ଯାତ୍ରୀମାନଙ୍କ ପାଇଁ ଅଧିକ ଆରାମଦାୟକ ଏବଂ ସୁଗମ ଯାତ୍ରା ସୁନିଶ୍ଚିତ କରିବା। ୨୨୮୨୩/୨୨୮୨୪ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ଭୁବନେଶ୍ୱରରୁ ୮ ଏବଂ ୧୧ ଜୁଲାଇ ୨୦୨୫ରେ […]

Read More Text.
Modi

୮ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା ଗସ୍ତ କରୁଛନ୍ତି। ସେଠାରେ ସେ ଘାନାର ରାଷ୍ଟ୍ରପତିଙ୍କୁ ଭେଟି ଶକ୍ତି, ଅର୍ଥନୈତିକ , ପ୍ରତିରକ୍ଷା ଏବଂ ବିକାଶ ସହଯୋଗ ପ୍ରସଙ୍ଗରେ ଆଲୋଚନା କରିବେ। ପରେ ୩-୪ […]

Read More Text.
Oas

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ

ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି ।  ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଓଡ଼ିଶା ପ୍ରଶାସନିକ ସେବା ସଂଘ ସରକାରଙ୍କ ନିକଟରେ ତିନିଟି ପ୍ରମୁଖ ଦାବି ରଖିଛି । ମାଷ୍ଟରମାଇଣ୍ଡ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ […]

Read More Text.
Screenshot 2025 07 02 162308 750

ଫୁଲୁଛି ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା: ବନ୍ୟା ମୁକାବିଲା ପାଇଁ ସଜାଗ ଅଛି ଓଡ୍ରାଫ ଟିମ୍

ଭୁବନେଶ୍ୱର: ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା ପ୍ରଭାବିତ ଉଭୟ ଜିଲ୍ଲାରେ ବ୍ୟାପକ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ନିରନ୍ତର ନିୟୋଜିତ ହୋଇଛି। ଓଡ୍ରାଫ ଟିମ ଲୋକଙ୍କ ଧନ ଜୀବନ ସୁରକ୍ଷିତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା […]

Read More Text.
Ola uber rapido

ଏହି ସମୟରେ ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

ନୂଆଦିଲ୍ଲୀ : ଲୋକେ ଗମନାଗମନକୁ ସୁବିଧା କରିବା ପାଇଁ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନରେ ସହଜରେ ପହଞ୍ଚିବା ପାଇଁ ବର୍ତ୍ତମାନ ଅଧିକାଂଶ ଲୋକେ ଓଲା, ଉବର, ରାପିଡୋ ଆଦି ବ୍ୟବହାର କରିଥାନ୍ତି । ମାତ୍ର ଏବେ ଯାତ୍ରୀଙ୍କ ପାଇଁ ବଡ ଝଟକା । ଗହଳି ସମୟରେ ଓଲା, ଉବର, ରାପିଡୋ ସାଧାରଣ ଭଡା ଠାରୁ ଦୁଇଗୁଣା ଅଧିକ ଭଡା ଆଦାୟ କରି ପାରିବେ । ଏନେଇ ବୁଧବାର ସରକାର ଏଥିରେ ଥିବା କିଛି ନିୟମାବଳୀରେ ପରିବର୍ତ୍ତନ […]

Read More Text.
Anu garg

ଶରଧାବାଲି ଦଳାଚକଟା ଘଟଣା, ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ରାଜ୍ୟ ସରକାର

ପୁରୀ : ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର । ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି । ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ […]

Read More Text.
Rain

ଜୁଲାଇ ୭ ଯାଏଁ ରାଜ୍ୟରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପଡ଼ୋଶୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି। ପାଣିପାଗ ବିଭାଗ ଜୁଲାଇ ୨-୫-୬ରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, ସୋନପୁର, ବରଗଡ଼, କଳାହାଣ୍ଡି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଏକ ଅରେଞ୍ଜ ସତର୍କତା ଜାରି କରିଛି। […]

Read More Text.