School student

ୟୁପି ପରେ ରାଜସ୍ଥାନରେ ସ୍କୁଲରେ ଛାତ୍ରଛାତ୍ରୀ ଖବରକାଗଜ ପଢିବା ବାଧ୍ୟତାମୂଳକ

ରାଜସ୍ଥାନ : ସ୍କୁଲ ଶିକ୍ଷାରେ ମୋବାଇଲ ଏବଂ ଇଣ୍ଟରନେଟର ବ୍ୟବହାର ବଢିବାରେ ଲାଗିଛି । କରୋନା ପରେ ଅନଲାଇନ କ୍ଲାସ ସ୍କୁଲ ସିଷ୍ଟମର ଅଂଶ ହୋଇଛି । ସ୍କୁଲ ପିଲାଙ୍କ ନିର୍ଭରତା ମୋବାଇଲ, ଲାପଟପ୍ ଏବଂ ଇଣ୍ଟରନେଟରେ ବଢୁଛି । ଏହି କାରଣ ଯୋଗୁଁ ପିଲାମାନେ ବହି ଠାରୁ ଦୂରେଇ ଯାଉଛନ୍ତି । ଏହାକୁ ନେଇ ଶିକ୍ଷା ବିଶେଷଜ୍ଞ ଚିନ୍ତାରେ ରହିଛନ୍ତି । ଏହାକୁ ଦେଖି ରାଜ୍ୟ ସରକାର ଆଲର୍ଟ ମୋଡରେ ରହିଛନ୍ତି । ଏବେ ରାଜସ୍ଥାନ ସରକାର […]

Read More Text.
Rajasthan

ସଡ଼କ ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ବେଳେ ମାଡ଼ିଗଲା ଟ୍ରେଲର, ୪ ମୃତ, ଅନେକ ଆହତ

ରାଜସ୍ଥାନ : ରାଜସ୍ଥାନ ବିକାନେର ଜିଲ୍ଲାରେ ଅଘଟଣ । ଏକ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଖବର ମୁତାବକ, ବିକାନେର ନାପାସର ଅଞ୍ଚଳରେ ଗତ ରାତିରେ ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିଲେ । ଆହତ ହୋଇଥିବା ଲୋକଙ୍କୁ ସହାୟତା କରୁଥିବା ସମୟରେ ଦ୍ରୁତ ଗତିରେ ଏକ ଟ୍ରେଲର ଆସି ଏମାନଙ୍କ ଉପରେ ମାଡ଼ି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ୪ ଜଣଙ୍କ ଜୀବନ ଚାଲିଯାଇଥିଲା । […]

Read More Text.
Images (1)

ଖଣିରେ ବିସ୍ଫୋରଣ; ୪ କଲରାପତରିଆଙ୍କ ମୃତ୍ୟୁ

ବେଙ୍ଗଳୁରୁ: ମାରିଦେଲେ ୪ ବାଘ । ବେଙ୍ଗଳୁରୁ ଉପକଣ୍ଠ ଚିକ୍କନହଲ୍ଲି ଅଞ୍ଚଳର ଏକ ଖଣିରେ ବିସ୍ଫୋରଣରେ ୪ କଲରାପତରିଆଙ୍କ ଜୀବନ ଯାଇଛି । ମୃତ ବାଘ ମଧ୍ୟରେ ଏକ ଗର୍ଭବତୀ ଥିବା କହିଛି ବନ ବିଭାଗ । ବେଆଇନ ବିସ୍ଫୋରଣ ଯୋଗୁଁ ବାଘ ମରିଥିବା ବେଳେ, ଖଣ୍ଡବିଖଣ୍ଡିତ ମୃତ ଦେହ ଉଦ୍ଧାର ହୋଇଛି । ବନବିଭାଗ ପକ୍ଷରୁ ବାଘ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଏଯାଏ ବନବିଭାଗ ପକ୍ଷରୁ କୌଣସି ଠୋସ୍ ପଦକ୍ଷେପ […]

Read More Text.
Iran

ଇରାନରେ ସରକାର ବିରୋଧୀ ହିଂସା; ୭ ମୃତ, ୧୩ ଆହତ

ଇରାନ୍ : ଇରାନରେ ସରକାର ବିରୋଧରେ ଜନସାଧାରଣଙ୍କ କ୍ରୋଧ ପ୍ରକାଶ ପାଇଛି । ଯାହାର ହିଂସା ବର୍ତ୍ତମାନ ଗ୍ରାମଞ୍ଚଳକୁ ବ୍ୟାପିଛି । ଏହି ହିଂସାତ୍ମକ ବିରୋଧରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଆହତ ହୋଇଛନ୍ତି । ଯେଉଁଥିରେ ଇରାନର ଅର୍ଦ୍ଧସାମରିକ ବାହିନୀର ଜଣେ ଯବାନ ମଧ୍ୟ ରହିଥିବା ଜଣାପଡିଛି । ସୂଚନାନୁଯାୟୀ, ତେହରାନରୁ ଆରମ୍ଭ ହୋଇଥିବା ଏହି ହିଂସାତ୍ମକ ପ୍ରଦର୍ଶନ ଏବେ ଇରାନର ୫୦ ରୁ ଅଧିକ ସହରରେ ପହଞ୍ଚିଛି । ଏହି ପ୍ରତିବାଦଗୁଡିକ ସୁରକ୍ଷା […]

Read More Text.
Vigilance

ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଆଉ ଜଣେ ଜଙ୍ଗଲ ବାବୁ ।  ଦକ୍ଷିଣ ବନଖଣ୍ଡ ଥୁଆମୁଳ ରାମପୁର ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ ଗିରଫ ।  ୫୫ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ୨୦୨୪-୨୫ ବର୍ଷ ମଧ୍ୟରେ କାମ୍ପା ଏବଂ ସିଏ / ସିପିଏ ଯୋଜନା ପାଣ୍ଠିରେ ହେରଫେର କରିଥିବା ଅଭିଯୋଗ ଥିଲା । ଦକ୍ଷିଣ ବନଖଣ୍ଡ ଥୁଆମୁଲ ରେଞ୍ଜ ର ପୋଖରିଗୁଡ଼ା ନଣ୍ଡା ପାହାଡ଼ ରେ ୫୦ ହେକ୍ଟର , […]

Read More Text.

ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ବାହାରିଲା ସୁନାର ଧନୁ

ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା ବିଶିଷ୍ଟ ସ୍ୱର୍ଣ୍ଣ ଧନୁଷ ଆଜି ବିଧିବଦ୍ଧ ଭାବରେ ଅଯୋଧ୍ୟା ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ପ୍ରାୟ ୧ କେଜି ସୁନାରେ ନିର୍ମାଣ ହୋଇଛି ଏହି ଧନୁ । କେବଳ ଯେ ୧ କେଜି […]

Read More Text.
Accident 3

ବସ-ବାଇକ ମୁହାଁମୁହିଁ ଧକ୍କା , ୩ ମୃତ

ରାଇରଙ୍ଗପୁର : ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ ସହ ବାଇକର ମୁହାଁମୁହିଁ ଧକ୍କା । ୩ ଜଣ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି  । ବସଟି ରାଇରଙ୍ଗପୁର ରୁ କେନ୍ଦୁଝର ଅଭିମୁଖେ ଯାଉଥିଲା । ଘଟଣାସ୍ଥଳରୁ ୨ ମୃତକଙ୍କୁ ରାଇରଙ୍ଗପୁର ଡାକ୍ତର ଖାନାକୁ ନେଇଯାଇଥିବା ବେଳେ ଅନ୍ୟଜଣେ ବସ ତଳେ ଚାପି ହୋଇରହିଛନ୍ତି । […]

Read More Text.
Chilika 1

ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

ଚିଲିକା : ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ପୋଲିସ ଓ ସ୍ଥାନୀୟ ପ୍ରଶାସନ କଡ଼ା ନଜର ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ଲୋକଙ୍କୁ ଡାକବାଜି ଯନ୍ତ୍ରରେ ସଚେତନ କରିବେ ବିଡ଼ିଓ । କଟକଣାକୁ ନମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ […]

Read More Text.
ଯକ୍ଷଦବଫହ 1068x601

ଭେଣ୍ଡିଂଜୋନରେ ଜଳିଗଲା ୫ରୁ ଅଧିକ ଦୋକାନ; ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ଏକାଧିକ ଦୋକାନ । ଅଗ୍ନିକାଣ୍ଡ ଯୋଗୁଁ ସହରରେ ଚକ ଅଖ ଜାମ୍। ବ୍ରହ୍ମପୁର ସହରା ଫାଷ୍ଟଗେଟ ସ୍ଥିତ ଧୋବାବନ୍ଧ ଭେଣ୍ଡିଂଜୋନରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୫ରୁ ଅଧିକ ଦୋକାନ ଜଳି ଯାଇଛି । ବ୍ରହ୍ମପୁର ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଭେଣ୍ଡିଂଜୋନରେ ଥିବା ପରିବା ଦୋକାନ, ଡ୍ରେସ ଦୋକାନ, ଓଲ୍ଡିଂ ଦୋକାନରେ ନିଆଁ ଲାଗିଥିବା ପ୍ରାଥମିକ ଭାବେ […]

Read More Text.
Images

ଆସନ୍ତାକାଲି ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌

ଭୁବନେଶ୍ୱର: ଆସନ୍ତକାଲି ଅର୍ଥାତ ଜାନୁଆରୀ ୩ତାରିଖ ଦିନ ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌ । ପୂର୍ଣ୍ଣମୀ ସମୟରେ ଚନ୍ଦ୍ର ପ୍ରାୟ ୩ଲକ୍ଷ ୬୨ହଜାର କିମି ନିକଟରେ ରହିବ ଓ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୧୪ପ୍ରତିଶତ ବଡ ସହ ୩୦ପ୍ରତିଶତ ଉଜ୍ୱଳ ଦେଖାଯିବ । ୨୦୨୬ ମସିହାରେ ଦ୍ୱିତୀୟ ସୁପରମୁନ୍‌ ନଭେମ୍ବର ୨୪ ଓ ଶେଷ ସୁପରମୁନ୍‌ ଡିସେମ୍ବର ୨୩ରେ ଦେଖାଯିବ । ଚଳିତ ବର୍ଷ ତିନି ଥର ସୁପରମୁନ୍‌ ଦେଖିବାକୁ ମିଳିବ । […]

Read More Text.