ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ.ବି ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ଭାରତୀୟ ଜନତା ପାର୍ଟି (ବିଜେପି)ର ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯, ଅର୍ଥାତ୍ ଆସନ୍ତାକାଲିରୁ ଆରମ୍ଭ ହେଉଛି। ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସୂଚନା ଅନୁଯାୟୀ, ୩ ଦିନ ଧରି ଚାଲିଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ। ଷଡ଼ଙ୍ଗୀ ଆହୁରି କହିଛନ୍ତି ଯେ, ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା […]
Read More Text.