ବିଞ୍ଝାରପୁରରେ ଲୁଟେରାଙ୍କ ଦୌରାତ୍ମ୍ୟ; ଡାଲା ଅଟୋରେ ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌

ବିଞ୍ଝାରପୁର: ବର୍ଷ ଆରମ୍ଭରୁ ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ । ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍‌ ଲୁଟ ହୋଇଥିବା ସିସିଟିଭିରେ କଏଦ ହୋଇଛି । ମଇଁଦା ଛକଠାରେ ଥିବା ଏଚଡିଏଫସି ବ୍ୟାଙ୍କର ଏଟିଏମ୍‌ ମେସିନକୁ ଲୁଟେରାମାନେ ସମମ୍ପୂର୍ଣ୍ଣଭାବେ ଉଠାଇ ନେଇ ନିକଟରେ ଥିବା ଏକ ଡାଲା ଅଟୋରେ ଚୋରୀ କରି ନେଇଥିବା ଅଭିଯୋଗ ହୋଇଛି । ଘଟଣା ଜଣାପଡିବା […]

Read More Text.
Birdddd 750x430 1

ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । ଜାନୁଆରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ ୧୭ ଓ ୧୮ ତାରିଖ ଦୁଇ ଦିନ ଧରି ସାତକୋଶିଆରେ ଏହି ଗଣନା କରାଯିବ । ୧୨ଟି ଦେଶୀ ଡଙ୍ଗା ଓ […]

Read More Text.
Eow fraud 1432

ସେୟାର ଟେଡ୍ରିଂ ଆଳରେ ୪୦ କୋଟି ଠକେଇ; ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଶୁକ୍ରବାର ଦିନ ସୂଚନା ଦେଇଛନ୍ତି। ଗିରଫ ପରେ ତାଙ୍କୁ ସେଠାକାର ଏକ ସ୍ଥାନୀୟ କୋର୍ଟରେ ହାଜର କରାଯିବା ପରେ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶାକୁ […]

Read More Text.
Image 2026 01 02t163913.786

ପୁରୀ ଦୁର୍ଘଟଣା: ମୃତ ନାବାଳକର ପରିବାରକୁ ୪ ଲକ୍ଷ ଅନୁକମ୍ପା ରାଶି

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ, ପୁରୀ ମେଡ଼ିକାଲ ଛକ ପଟୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ […]

Read More Text.
Green sticker 1140x445 1 750x430

ଆସନ୍ତା ୧୦ରୁ PUCC ପାଇଁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ବର: ଓଡ଼ିଶା ପରିବହନ ବିଭାଗ ଜାନୁଆରୀ ୧୦ ତାରିଖରୁ ରାଜ୍ୟବ୍ୟାପୀ ‘ଗ୍ରୀନ୍ ଷ୍ଟିକର’ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛି। ଜାନୁଆରୀ ୧୦ ତାରିଖ ପୂର୍ବରୁ PUCC ପାଇଥିବା ଯାନଗୁଡ଼ିକ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ରେ ସ୍ୱତନ୍ତ୍ର କାଉଣ୍ଟର ସହିତ ଏକ SOP ପ୍ରସ୍ତୁତ କରାଯାଇଛି। ପରିବହନ କମିଶନର ଅମିତାଭ ଠାକୁରଙ୍କ ଅନୁଯାୟୀ, ଜାନୁଆରୀ ୧୦ ତାରିଖ କିମ୍ବା ତା’ପରେ ଆସୁଥିବା ଯାନଗୁଡ଼ିକ ପାଇଁ ଷ୍ଟିକରଗୁଡ଼ିକ ସିଧାସଳଖ ଅଧିକୃତ PUC ପରୀକ୍ଷା କେନ୍ଦ୍ର ଦ୍ୱାରା […]

Read More Text.
Screenshot 2026 01 02 151814

ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ, ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି। ବିଏମସିର ପ୍ରସ୍ତିତି ବୈଠକ ପରେ ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି । ଅଶ୍ଳୀଳ ନୃତ୍ୟକୁ […]

Read More Text.
Bhghh 750x430 1

ଲୋକସେବା ଭବନରେ ରିଲ୍ସ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି ବାହାର ଲୋକ, ସମସ୍ତଙ୍କୁ ରିଲ୍ସ ତିଆରି କରିବା ମନା । ଲୋକସେବା ଭବନରେ ରିଲ୍ସର କୌଣସି ଅବକାଶ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି […]

Read More Text.
Ashok pillar bhubaneswar 965x675 1 750x430

ଅଶୋକ ସ୍ତମ୍ଭକୁ ଘେରି ରହିଥିବା ହୋର୍ଡିଂ ହଟାଇଲା ବିଏମସି

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ଲୁଚାଇ ଦେଉଥିବା ଅଭିଯୋଗ ହୋଇଥିଲା। ସେବାରତ ଏବଂ ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀଙ୍କ ବିରୋଧ ପରେ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ପକ୍ଷରୁ ଏହି ବ୍ୟାନରକୁ ହଟାଇ ଦିଆଯାଇଛି। ସୂଚନା ଅନୁଯାୟୀ, ବିଭିନ୍ନ ରାଜନୈତିକ ନେତା […]

Read More Text.
Img 20260101 wa0373

୭ ଦିନିଆ ଚିକିତ୍ସାମୂଳକ ଯୋଗ କାର୍ଯ୍ୟ ଶିବିର 

ବାରିପଦା : ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟର, ବାରିପଦା ପକ୍ଷରୁ ୨୫ ରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବାରିପଦା ଷ୍ଟାଡିୟମରେ ୭ ଦିନିଆ ଥେରାପ୍ୟୁଟିକ୍ ୱିଣ୍ଟର୍ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଆୟୁର୍ବେଦ ବିଶେଷଜ୍ଞ ଡା. ଶଶୀକାନ୍ତ ତ୍ରିପାଠୀ ଓ ସମ୍ମାନିତ ଅତିଥି ଭାବେ ପାତାଞ୍ଜଳି ଯୋଗ ସମିତିର ଯୋଗ ଥେରାପିସ୍ଟ ଡା. ଦିଲ୍ଲୀପ କୁମାର ପାଣ୍ଡା ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ I ଏହି ଶିବିରରେ ଖାଦ୍ୟ […]

Read More Text.
Img 20260101 wa0360

ରାଜ୍ୟସ୍ତରୀୟ ତାଇକୋଣ୍ଡ ଚମ୍ପିୟାନସିପରେ ୫ ବର୍ଷର ସାଇଅନୁସଙ୍କ କମାଲ

ବାରିପଦା : ଭଦ୍ରକରେ ଅନୁଷ୍ଠିତ ୨୨ତମ ରାଜ୍ୟସ୍ତରୀୟ ତାଇକୋଣ୍ଡ ଚାମ୍ପିୟାନସିପ – ୨୦୨୫ ରେ ମୟୁରଭଞ୍ଜର ୬ ବର୍ଷର ବାଳକ ସାଇଅନୁସ ପାତ୍ର ସ୍ବର୍ଣ୍ଣ ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି I ୫ ରୁ ୭ ବର୍ଷ ବର୍ଗର କ୍ୟାଡେଟ ବାଳକ ବିଭାଗରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଏହି ପଦକ ହାସଲ କରି ନିଜ ବିଦ୍ୟାଳୟ ତଥା ବାରିପଦାରେ ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି I ବାରିପଦା ମୁନିସିପାଲିଟି […]

Read More Text.