ଦୁଇଦିନିଆ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ
ବାରିପଦା – ବାରିପଦା ନିକଟସ୍ଥ ଇନ୍ଦୁପାଇ ସ୍ଥିତ ପୂର୍ଣ୍ଣ ନିବାସରେ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡିଭେଲପମେଣ୍ଟ ଫାଉଣ୍ଡେସନ, ବାରିପଦା ଓ ଏମ୍ପ୍ଲିଫାୟାର ମିଡ଼ିଆ, କୋଲକାତା ର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କର୍ମଶାଳରେ ମୟୁରଭଞ୍ଜ, ବାଲେଶ୍ୱର, ଭୁବନେଶ୍ୱର ସମେତ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ମୋଟ ଜଣ ୨୦ ଜଣ ପ୍ରତିଭାଗୀ ଯୋଗ ଦେଇଥିଲେ I ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ମନ୍ତ୍ରୀ ସରୋଜିନୀ […]
Read More Text.