Img 20260101 wa0378

ସିଟିଜେନ୍ ଫୋରମ୍‌ର ବାର୍ଷିକ ଉତ୍ସବ ଓ ମୟୂରଭଞ୍ଜ ମିଶ୍ରଣ ଦିବସ 

ରାଜ୍ୟ ଓ ଦେଶ ପାଇଁ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବାରିପଦା: ନବ ବର୍ଷରେ ମୟୂରଭଞ୍ଜ ସିଟିଜେନ୍ ଫୋରମ୍‌ର ୧୬ତମ ବାର୍ଷିକ ଉତ୍ସବ ଓ ୭୭ତମ ମୟୂରଭଞ୍ଜ ମିଶ୍ରଣ ଦିବସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ଫୋରମର ସଭାପତି ମହାରାଣୀ ରଶ୍ମି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଫୋରମ୍‌ର ପ୍ରତିଷ୍ଠାତା ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ ସ୍ବାଗତ ଅଭିଭାଷଣରେ ମୟୂରଭଞ୍ଜ ମିଶ୍ରଣ ଚୁକ୍ତିନାମାର ଦ୍ବିତୀୟ ଅଧ୍ୟାୟକୁ ସାର୍ବଜନୀନ ସହ କାର୍ଯ୍ୟକାରୀ କରିବା […]

Read More Text.
Img 20260101 wa0346

ରାଷ୍ଟ୍ରପତିଙ୍କ ଦ୍ୱାରା ରାଇରାଙ୍ଗପୁରର ଇଗ୍ନୋ ରିଜିଓନାଲ୍ ସେଣ୍ଟର ଏବଂ ସ୍କିଲ୍ ସେଣ୍ଟର ଆଭାସୀ ଜରିଆରେ ଲୋକାର୍ପିତ

 ବାରିପଦା : ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରର ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ କୌଶଳ କେନ୍ଦ୍ରର ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି । ଏହି ଐତିହାସିକ କାର୍ଯ୍ୟକ୍ରମ ଅବସରରେ ଆୟୋଜିତ ସଭାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୌଶଳ ବିକାଶ ଓ ଉଦ୍ୟମିତା ଏବଂ ଶିକ୍ଷା ବିଭାଗର ରାଜ୍ୟମନ୍ତ୍ରୀ (ସ୍ବତନ୍ତ୍ର ଦାୟିତ୍ଵ) ଶ୍ରୀ ଜୟନ୍ତ ଚୌଧୁରୀ ଏବଂ ଇଗ୍ନୋର କୁଳପତି ପ୍ରୋଫେସର ଉମା କଞ୍ଜିଲାଲ ପ୍ରମୁଖ ମଞ୍ଚରେ ଉପସ୍ଥିତ ଦେଇଥିଲେ […]

Read More Text.
Photo for the news of agarpara mahotsabha

ଉତ୍କଳୀୟ ସଂସ୍କୃତିକୁ ଉଜ୍ଜୀବିତ କରୁଛି ଯୁବ ମହୋତ୍ସବ

ଆଗରପଡା ଯୁବ ମହୋତ୍ସବ ସପ୍ତମ ସଂଧ୍ୟା ବନ୍ତ/ଆଗରପଡ଼ା,୧/୧(ସମିସ):୪ର୍ଥ ବାର୍ଷିକ ଆଗରପଡ଼ା ଯୁବ ମହୋତ୍ସବ ସପ୍ତମ ସଂଧ୍ୟା ସମ୍ପ୍ରତି ଅନୁଷ୍ଠିତ ହୋଇଯାଇଛି । କମିଟି ସଭାପତି ଇଂ ଅମୀୟ ରଞ୍ଜନ ରାମଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ ଯୋଗ ଦେଇ ଏହି ସଂଗ୍ରାମୀ ମାଟିରେ ଯୁବ ମହୋତ୍ସବ ଅସ୍ମିତାର ରଙ୍ଗରେ ରଙ୍ଗେଇ ହୋଇ ଜନମନ ହରଣ କରୁଛି, ଯାହା ଉପସ୍ଥିତ ଦର୍ଶକଙ୍କ ସମାଗମରୁ ଜଣା ପଡୁଛି ବୋଲି ତାଙ୍କ […]

Read More Text.
Images

ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ୱ: ଦେଓରଞ୍ଜନ ସିଂହ ଉନ୍ନୟନ କମିଶନର, ରାଜେଶ ପ୍ରଭାକର ପାଟିଲ ଏସଆରସି

ଭୁବନେଶ୍ୱର: ନୂଆବର୍ଷର ପ୍ରଥମ ଦିନରେ ହିଁ ସରକାର ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେବା ପରେ ଉନ୍ନୟନ କମିଶନର ଭାବେ ୧୯୯୩ ବ୍ୟାଚର ବରିଷ୍ଠ ପ୍ରଶାସକ ଦେଓରଞ୍ଜନ କୁମାର ସିଂହଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ସେହିପରି ବରିଷ୍ଠ ସତ୍ୟବ୍ରତ ସାହୁଙ୍କୁ ବୋର୍ଡ ଅଫ୍ ରେଭେନ୍ୟୁ ସଦସ୍ୟ ନିଯୁକ୍ତ କରାଯାଇଛି । ରାଜ୍ୟ ସରକାରଙ୍କ ଶିଳ୍ପ ସଚିବ ଥିବା ୧୯୯୫ ବ୍ୟାଚର ବରିଷ୍ଠ ଆଇଏଏସ ଅଫିସର […]

Read More Text.
Cigarettes

ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଦର, ତମାଖୁ ଉତ୍ପାଦ ଶୁଳ୍କରେ ବଡ଼ ସଂଶୋଧନ

ନୂଆଦିଲ୍ଲୀ: ଦେଶରେ ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଉତ୍ପାଦ ଦର । ଅର୍ଥ ମନ୍ତ୍ରଣାଳୟ ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଶୁଳ୍କରେ ଏକ ବଡ଼ ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଆସନ୍ତା ଫେବୃଆରୀ ଆରମ୍ଭରୁ ଲାଗୁ ହେବ । ଆସନ୍ତା ଫେବୃଆରୀ୧ରୁ ଦେଶରେ ସିଗାରେଟ ଏବଂ ତମାଖୁ ଉତ୍ପାଦର ଦର ବଢିବ ।  ଅର୍ଥ ମନ୍ତ୍ରଣାଳୟ ବୁଧବାର ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଉପରେ ଶୁଳ୍କ ବୃଦ୍ଧି କରିଛନ୍ତି । ଏହି ଶୁଳ୍କ […]

Read More Text.
Drone

ପୁଞ୍ଛରେ ପାକିସ୍ତାନୀ ଡ୍ରୋନ, ସେନାର ସର୍ଚ୍ଚ ଅପରେସନ ଜାରି

ଜମ୍ମୁ କଶ୍ମୀର : ସମଗ୍ର ଦୁନିଆ ନୂଆବର୍ଷ ପାଳନ କରୁଥିବା ବେଳେ ପାକିସ୍ତାନ କିନ୍ତୁ ସୁଧୁରୁନି । ନୂଆବର୍ଷ ଅବସରରେ ଜମ୍ମୁ କଶ୍ମୀରର ପୁଞ୍ଛରେ ପାକିସ୍ତାନୀ ଡ୍ରୋନ ଦେଖିବାକୁ ମିଳିଛି । ଡ୍ରୋନ୍ ଦେଖିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ପାକିସ୍ତାନୀ ଡ୍ରୋନ ଏଲଓସି ନିକଟରେ ପୁଞ୍ଛର ଖାଡି କରମାଡା ଅଞ୍ଚଳରେ ଭାରତୀୟ ସୀମାରେ ପ୍ରବେଶ କରିଛି । ଡ୍ରୋନ ୫ ମିନିଟରୁ ଅଦିକ ସମୟ ଭାରତୀୟ ସୀମାରେ ଥିଲା ବୋଲି ଜଣାପଡିଛି […]

Read More Text.
New year

ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ବର୍ଷର ଏହି ଆନନ୍ଦମୟ ଅବସରରେ ମୁଁ ଦେଶ ଏବଂ ବିଦେଶରେ ଥିବା ସମସ୍ତ ଭାରତୀୟଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଉଛି । ପ୍ରଧାନମନ୍ତ୍ରୀ ମୋଦି ୨୦୨୬ ନୂତନ ବର୍ଷ ପାଇଁ […]

Read More Text.
Screenshot 2026 01 01 165300

ରାହୁଲଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଏହାକୁ ହିନ୍ଦୁ ଧର୍ମର ଅପମାନ କହିଲା ବିଜେପି

ନୂଆଦିଲ୍ଲୀ: କଂଗ୍ରସେ ନେତା ରାହୁଲ ଗାନ୍ଧୀଙ୍କୁ କରାଯାଉଛି ଭଗବାନ ରାମଙ୍କ ସହ ତୁଳନା। ଯାହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ମହାରାଷ୍ଟ୍ର କଂଗ୍ରେସ ନେତା ନାନା ପଟୋଲେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି। ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ରାହୁଲ ଗାନ୍ଧୀ ରାମ ମନ୍ଦିର ନଯିବା ସମ୍ପର୍କରେ ପ୍ରଶ୍ନର ଉତ୍ତରରେ ନାନା ପଟୋଲେ କହିଥିଲେ ଯେ “କଂଗ୍ରେସ ଭଗବାନ ରାମଙ୍କ କାମ କରୁଛି। […]

Read More Text.
Screenshot 2026 01 01 161325

BSNL ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍

ନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସିଖବର। ନୂଆବର୍ଷରେ BSNLର ନୂଆ ଅଫର୍। ସାରା ଦେଶରେ ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍। ଏହି ଉନ୍ନତ ସେବା ଏବେ ଦେଶର ସମସ୍ତ ଦୂରସଞ୍ଚାର ସର୍କଲର ସବୁ ବିଏସଏନଏଲ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଚ୍ୟାଲେଞ୍ଜିଂ ସ୍ଥିତିରେ ଅବାଧ ଓ ଉଚ୍ଚଗୁଣବତ୍ତା ସମ୍ପନ୍ନ କନେକ୍ଟିଭିଟି ସୁବିଧା ମିଳିବ। ଏନେଇ ଦୂର ସଂଚାର ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। VoWiFi ଗ୍ରାହକଙ୍କୁ ୱାଇଫାଇ ନେଟୱାର୍କରେ ଭଏସ୍ କଲ୍ ଏବଂ ମେସେଜ୍ କରିବା ପାଇଁ […]

Read More Text.
Screenshot 2026 01 01 160635

ସ୍ବିଜରଲ୍ୟାଣ୍ଡ ବାର୍ ବିସ୍ଫୋରଣରେ ୪୦ ମୃତ

ନୂଆଦିଲ୍ଲୀ: ମନେ ପକାଇଦେଲା ଗୋଆ ନାଇଟ୍ କ୍ଲବ୍ ବିସ୍ଫୋରଣ। ନୂଆ ବର୍ଷ ପାଳନ କରିବା ହେଲା କାଳ। ସ୍ୱିଜରଲ୍ୟାଣ୍ଡରେ ନୂଆବର୍ଷ ପାଳନ କରୁଥିବା ବେଳେ ଏକ ବାର୍‌ରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣଟି ଏକ ବାରରେ ହୋଇଥିବା ବେଳେ ଭିତରେ ଥିବା ୧୦୦ରୁ ଅଧିକ ‌ଲୋକ ଗୁରୁତର ଆହତ ହୋଇଥିବା ସାମ୍ନାକୁ ଆସିଛି। ସ୍ୱିଜରଲ୍ୟାଣ୍ଡ ପୁଲିସ କହିଛି ଯେ, ଏହି ବିସ୍ଫୋରଣ ସ୍ୱିଜରଲ୍ୟାଣ୍ଡର କ୍ରାନ୍ସ ମୋଣ୍ଟାନା ସହରରେ […]

Read More Text.