ଜିଲ୍ଲାସ୍ତରୀୟ କୁଇଜ, ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ
ବାରିପଦା- ମୟୂରଭଞ୍ଜ ଜିଲ୍ଲା ଅବକାରୀ ବିଭାଗ ର ଅଧୀକ୍ଷକ ପ୍ରଶାନ୍ତ କୁମାର କହଁର ଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ମିଳିତ ଆନୁକୂଲ୍ୟରେ ବାରିପଦା ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ ଉପଲକ୍ଷେ ଜିଲ୍ଲାସ୍ତରୀୟ କୁଇଜ,ବକ୍ତୃତା,ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, […]
Read More Text.