ବାରିପଦା ପୌରପାଳିକା ତରଫରୁ “ଏକ ପେଡ୍ ମାଆ କେ ନାମ୍” କାର୍ଯ୍ୟକ୍ରମର ଶୁଭାରମ୍ଭ
ବାରିପଦା : ଆଜି ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ ବେଲଗଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ “ଏକ ପେଡ, ମାଆ କେ ନାମ “( ମାଆ ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ନଗରପାଳ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି ସ୍ୱାଗତ […]
Read More Text.