୧୯ ହଜାର କୋଟିର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ବର:ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଭେଟି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଛି ବିଭିନ୍ନ ଯୋଜନା ଓ ପ୍ରକଳ୍ପ । ସେ ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନାର ଶୁଭାରମ୍ଭ ଆରମ୍ଭ କରିଛନ୍ତି । ଏଥିସହ ଭିଜନ ଡକୁମେଣ୍ଟ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ଉନ୍ମୋଚିତ କଲେ ପ୍ରଧାନମନ୍ତ୍ରୀ […]
Read More Text.