ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର
କଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ତିନି ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅଭିଯୁକ୍ତ ଉମେଶ ବାରିକ, ସରସ୍ଵତୀ ସ୍ଵାଇଁ ଓ ସ୍ବୟଂପ୍ରଭୁ ଶ୍ରୀଚରଣକୁ ଗିରଫ କରିଛି କ୍ୟାଣ୍ଟନମେଣ୍ଟ ଥାନା ପୋଲିସ । ଅନ୍ୟ ଜଣେ ଭାଇର ମଧ୍ୟ ହତ୍ୟାକାଣ୍ଡରେ ସଂପୃକ୍ତି […]
Read More Text.