Screenshot 2026 01 01 140831

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରି ଧରାପଡିଲେ ପାଇଲଟ୍

ନୂଆଦିଲ୍ଲୀ:କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଥିଲା। ଡିସେମ୍ବର ୨୩, ୨୦୨୫ରେ ଭାନକୁଭରରୁ ଦିଲ୍ଲୀ ଯିବାକୁ ଥିବା ଏୟାର ଇଣ୍ଡିଆ ପାଇଲଟଙ୍କ ପାଟିରୁ ମଦ ଗନ୍ଧ ଆସିବାରୁ ତାଙ୍କୁ ହେପାଜତକୁ ନିଆଯାଇଥିଲା। ଏୟାର ଇଣ୍ଡିଆ ଅନୁଯାୟୀ, ଉଡ଼ାଣ ପୂର୍ବରୁ କକପିଟ୍ କ୍ରୁର ଜଣେ ସଦସ୍ୟଙ୍କୁ ବିମାନରୁ ବାହାର କରିଦିଆଯାଇଥିଲା। କାନାଡିୟ କର୍ତ୍ତୃପକ୍ଷ ପାଇଲଟଙ୍କ ଡ୍ୟୁଟି ପାଇଁ ଫିଟନେସ୍ ବିଷୟରେ ଚିନ୍ତା ପ୍ରକାଶ କରିଥିଲେ, ଯାହା ପରେ ତାଙ୍କୁ ଅଧିକ ପଚରାଉଚରା […]

Read More Text.
Yun 750x430

ଦଳରୁ ଇସ୍ତଫା ଦେଉଛନ୍ତି ଜଣେ ପରେ ଜଣେ ନେତା, ଚିନ୍ତାରେ ୟୁନୁସ ସରକାର

ନୂଆଦିଲ୍ଲୀ: ବାଂଲାଦେଶରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଭିତରେ ସବୁକିଛି ଠିକ୍ ନାହିଁ। ଗୋଟିଏ ସପ୍ତାହ ମଧ୍ୟରେ ସରକାର ଦ୍ୱିତୀୟ ଥର ପାଇଁ ବଡ଼ ଝଟକା ଭୋଗିଛି। ସ୍ୱାସ୍ଥ୍ୟ ପରାମର୍ଶଦାତା ସୟଦୁର ରହମାନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଗତ ସାତ ଦିନ ମଧ୍ୟରେ ୟୁନୁସଙ୍କ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀଙ୍କ ଏହା ଦ୍ୱିତୀୟ ବଡ଼ ଇସ୍ତଫା, ଯାହା ସରକାରଙ୍କ ମଧ୍ୟରେ ସ୍ଥିରତା ଉପରେ ପ୍ରଶ୍ନ ଉଠାଇଛି। କ୍ୟାବିନେଟ୍ ଡିଭିଜନ ଏକ […]

Read More Text.
Vigilance 1

ଲାଞ୍ଚ ନେଇ ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଗିରଫ

କଟକ : ଲାଞ୍ଚ ନେବା ମାମଲାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ  ।  ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗତକାଲି ଧରିଥିଲା ଭିଜିଲାନ୍ସ ।  ପ୍ରକାଶଙ୍କ ସହିତ ପିଅନ କାହ୍ନୁ ସାହୁ ମଧ୍ୟ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି  । ଏକ ଜମି ପଟ୍ଟାରେ ନାମ ଦରଜ ପାଇଁ ସେ […]

Read More Text.
Images (1)

ନିକୋ ପାର୍କର ହେବ ନବକଳେବର, ୬୦୦କୋଟିର ଅର୍ଥ ମଞ୍ଜୁର

ଭୁବନେଶ୍ଵର: ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ବର ସ୍ଥିତ ନିକୋ ପାର୍କ ନେବ ନୂଆ ରୂପ । ରାଜଧାନୀ ବାସିନ୍ଦାଙ୍କ ଚାହିଦାକୁ ଲକ୍ଷ କରି ନିକୋ ପର୍କର ସମ୍ପୂର୍ଣ୍ଣ ନବକଳେବର କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ନିକୋ ପାର୍କର ସମ୍ପୂର୍ଣ୍ଣ […]

Read More Text.
ଗନ୍ଧୀ 1068x601

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା ମାର୍ଚ୍ଚ ମାସରେ ରାଜ୍ୟରେ କଂଗ୍ରେସ ଏକ ବିରାଟ ମହିଳା ସମାବେଶ କରିବ । ଏହି ସମାବେଶରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୋଗଦେବେ । ଏହି ସମାବେଶ ରାଜ୍ୟର ୧୦ଟି ଜିଲ୍ଲାରେ ଅନୁଷ୍ଠିତ […]

Read More Text.
G9j amlaoaa6qqq

ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି କମିଟି ଗଠିତ

ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍‌ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଡାକ୍ତର ସଙ୍ଘର ଦାବି ନେଇ ସରକାର ତତ୍ପରତା ପ୍ରକାଶ କରିଛନ୍ତି । ମୋ ସହ ବୈଠକ ହୋଇସାରିଛି, ସଚିବସ୍ତରୀୟ କମିଟି ଗଠନ ହୋଇଛି । ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କ […]

Read More Text.

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ପକ୍ଷରୁ ସ୍କିଲିଂ ଫର୍ ଏଆଇ ରିଡନେସ୍ ଅଧୀନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ ।  ରାଷ୍ଟ୍ରପତି ତାଙ୍କ ଉଦବୋଧନରେ କହିଥିଲେ ‘ଶିକ୍ଷା ହେଉଛି ଏକ ସଶକ୍ତ ଓ ସମାବେଶୀ ରାଷ୍ଟ୍ର ଗଠନର ମୂଳ ଆଧାର ।  […]

Read More Text.
9912murder16 1 300x169

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।  ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ  ।  ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା ।  ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ ।  ଘଟଣାସ୍ଥଳରେ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।  ଗତକାଲି ପୁଷ୍ପା ଧନୁଆ ପରିବାର ସହିତ ହେମଗିରି ସାପ୍ତାହିକ ହାଟକୁ ଯାଇଥିଲେ ।  ଫେରିବା ବାଟରେ ଉଭୟ ଦମ୍ପତିଙ୍କ ମଧ୍ୟରେ […]

Read More Text.
Mohan majhi 1 1

ରାଜ୍ୟବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍‌ କରି ଲେଖିଛନ୍ତି, ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡ଼ିଶାର ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା, ନୂଆ ସଙ୍କଳ୍ପ ଓ ନୂଆ […]

Read More Text.

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର ଦର୍ଶାଇ ଆନ୍ଧ୍ର ପ୍ରଦେଶ ସାଲୁର ମଣ୍ଡଳର ସରକାରୀ ଅଧିକାରୀ ପ୍ରାୟ ସମୟରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ କରିଆସୁଛନ୍ତି । ସ୍ଥାନୀୟ ଲୋକଙ୍କୁ ତାଙ୍କ ସପକ୍ଷରେ ରହିବା ପାଇଁ କିଛି ଦିନ ତଳେ ଫାଟୁସିନେରିରେ ବୈଠକ […]

Read More Text.