ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ବାରିପଦା : ସ୍ଥାନୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଏବଂ ଏହାର ପିଜି ୟୁନିଟ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ବର୍ଷର ଆନ୍ତର୍ଜାତିକ ଯୋଗ ଦିବସର ଥିମ୍ “ୟୋଗା ଫର୍ ହେଲ୍ଥି ଏଜିଙ୍ଗ୍”କୁ ଆଧାର କରି ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ସମ୍ବୋଧନ କରି କହିଥିଲେ ଯେ, “ୟୋଗକୁ ନିଜ ଦୈନନ୍ଦିନ ଜୀବନଚର୍ଯ୍ୟାର ଏକ ଅଂଶ ଭାବେ ପାଳନ […]
Read More Text.