ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ
କଟକ: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ। ୭୮ ବର୍ଷ ବୟସରେ କଟକର ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ଗତ ୧୪ ତାରିଖରୁ ଚିକିତ୍ସିତ ହେଉଥିଲେ ନିରଞ୍ଜନ ରଥ। ଚାରିଦିନ ତଳେ ଭୀଷଣ ଜ୍ବର, କଫ ଓ ବିଭିନ୍ନ ସଂକ୍ରମଣ ଯୋଗୁଁ ତାଙ୍କୁ ଥୋରିଆ ସାହିସ୍ଥିତ ଶାନ୍ତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରିସ୍ଥିତି ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇ ଭେଣ୍ଟିଲେଟର ଜରିଆରେ ଚିକିତ୍ସା କରାଯାଉଥିଲା। ଚିକିତ୍ସକଙ୍କ ସମସ୍ତ ଉଦ୍ୟମ […]
Read More Text.