ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା
ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି ଯନ୍ତ୍ର ଦ୍ୱାର ସଚେତନ କରାଯାଇଛି । ଏହା ସହ ଉପକୂଳ ବାସୀ ସହ ତଳିଆ ଅଂଚଳର ଲୋକଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । […]
Read More Text.