Screenshot 2026 01 01 144717 e1767259093143

ନୂଆବର୍ଷରେ କଟକରେ ବୋମା ମାଡ଼, ଗ୍ରାମବାସୀ ଆତଙ୍କିତ

କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି ଯାଇଥିଲା ବେଳେ ସମ୍ପତ୍ତିର ବ୍ୟାପକ କ୍ଷତି ହୋଇଥିବା ଜଣାପଡ଼ିଛି। ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ସୂଚନା ଅନୁଯାୟୀ, ତାଳବସ୍ତାର ଗ୍ରାମବାସୀମାନେ ନବବର୍ଷ ସେଲିବ୍ରେଶନ କରୁଥିବା […]

Read More Text.
Screenshot 2025 12 31 195534

ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’, ଛାନିଆ ଚୀନ୍-ପାକିସ୍ତାନ

ନୂଆଦିଲ୍ଲୀ/ଭୁବନେଶ୍ବର: : ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’| ଛାନିଆ ଚୀନ୍ ଏବଂ ପାକିସ୍ତାନ| ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି, ଯାହା ଶତ୍ରୁକୁ ଏକ ଦୃଢ଼ ବାର୍ତ୍ତା ଦେଇଛି। ବୁଧବାର ସକାଳ ପ୍ରାୟ ୧୦:୩୦ ରେ କରାଯାଇଥିବା ଏହି ପରୀକ୍ଷଣ ସମୟରେ, ଗୋଟିଏ ଲଞ୍ଚରରୁ ଗୋଟିଏ ପରେ ଗୋଟିଏ ଦୁଇଟି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିଲା। ଟ୍ରାକିଂ ସେଣ୍ଟର, ସେନ୍ସର ଜାହାଜ ଏବଂ ଟେଲିମେଟ୍ରି […]

Read More Text.

ଘନ କୁହୁଡି ପାଇଁ ବିମାନ ସେବା ପ୍ରଭାବିତ, ୫ ବିମାନର ଦିଗ ପରିବର୍ତ୍ତନ

ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ ଅନୁଯାୟୀ, କମ ଦୃଶ୍ୟମାନତା ଯୋଗୁଁ ୫ଟି ବିମାନର ମାର୍ଗ ପରିବର୍ତ୍ତନ କରାଯାଇଥିଲା। ଏପରିକି ଅନେକ ବିମାନର ଆଗମନ ଏବଂ ପ୍ରସ୍ଥାନରେ ମଧ୍ୟ ଯଥେଷ୍ଟ ବିଳମ୍ବ ହୋଇଥିବା ଜଣାପଡ଼ିଛି। ତିନୋଟି ବିମାନ ରାୟପୁର ଏବଂ ଦୁଇଟି […]

Read More Text.
Screenshot 2026 01 01 091055

ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ଗହଳି

ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଲାଗିଛି ଭକ୍ତଙ୍କ ଗହଳି । ନୂଆବର୍ଷର ପ୍ରଥମ ଦିନ ଆରମ୍ଭ କରିବାକୁ ଶ୍ରୀକ୍ଷେତ୍ରକୁ ଛୁଟି ଆସିଛନ୍ତି ହଜାର ହଜାର ଭକ୍ତ । ନୀତିକାନ୍ତି ପାଇଁ ରାତି ୨ଟାରୁ ଶ୍ରୀମନ୍ଦିର […]

Read More Text.

ପଦୋନ୍ନତି ପରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ଭାବେ କାର୍ଯ୍ୟ ଜାରି ରଖିବେ। ୧୯୯୬ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ପେ-ମ୍ୟାଟ୍ରିକ୍ସର ଲେଭଲ-୧୭’ କୁ ପଦୋନ୍ନତି ଦିଆଯାଇଛି। ସେହିପରି […]

Read More Text.
38a31f62 ab5b 451e a735 28c5c16eb522

କୁଦାନଗରୀ ଥାନାର ନୂଆ ଆଇଆଇସିଙ୍କୁ ସମାଜସେବୀ ଦିଲ୍ଲୀପ ମହାପାତ୍ର ଙ୍କ ଅଭିନନ୍ଦନ

କେନ୍ଦ୍ରାପଡ଼ା (ବିକାଶ ବେହେରା) : ସ୍ଥାନୀୟ କୁଦାନଗରୀ ଥାନାରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଅଧିକାରୀ (ଆଇଆଇସି) ଜଗନ୍ନାଥ ପାଣିଗ୍ରାହୀଙ୍କୁ ସ୍ଥାନୀୟ ବଡ଼ବେତରା ଗ୍ରାମପଞ୍ଚାୟତର ସମାଜସେବୀ ଦିଲ୍ଲୀପ ମହାପାତ୍ର ସୌଜନ୍ୟ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଶ୍ରୀ ମହାପାତ୍ର ନୂତନ ଆଇଆଇସିଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଇବା ସହ ତାଙ୍କ ନୂଆ ଦାୟିତ୍ୱ ପାଇଁ ଶୁଭକାମନା ଜ୍ଞାପନ କରିଥିଲେ। ଆଲୋଚନା କ୍ରମରେ ଶ୍ରୀ ମହାପାତ୍ର ଅଞ୍ଚଳର ଆଇନଶୃଙ୍ଖଳା ପରିସ୍ଥିତି, […]

Read More Text.
Img 20251231 wa0187

ଜାତୀୟ ଯୋଗାସନ ପ୍ରତିଯୋଗିତାରେ ନିହାରଙ୍କ କୃତିତ୍ୱ

ବାରିପଦା : ରାଞ୍ଚିଠାରେ ଅନୁଷ୍ଠିତ ୫୦ ତମ ଜାତୀୟ ଯୋଗ ସ୍ପୋର୍ଟସ ଚାମ୍ପିୟାନସିପରେ ମୟୁରଭଞ୍ଜର ନିହାର ରଞ୍ଜନ ସାହୁ ୮ ରୁ ୧୦ ବର୍ଷ ବାଳକ ବିଭାଗରେ ୨ୟ ସ୍ଥାନ ଅଧିକାର କରି ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି I ପ୍ରକାଶ ଥାଉକି କଟକ ଠାରେ ଅନୁଷ୍ଠିତ ୩୧ ତମ ରାଜ୍ୟ ସ୍ତରୀୟ ଯୋଗ ପ୍ରତିଯୋଗିତାରେ ବାରିପଦାର ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟରର ପ୍ରସାଦ ବାରିକ, ନିହାର ରଞ୍ଜନ ସାହୁ, କ୍ରିଷ୍ଣା ଦାସ, […]

Read More Text.
Img 20251231 wa0185

୭୧ତମ ରାଜ୍ୟସ୍ତରୀୟ ଖେଳକୁଦ ପ୍ରତିଯୋଗିତା

ମୟୁରଭଞ୍ଜ ଖେଳାଳି ହାସଲ କଲେ ୪ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୬ ବ୍ରୋଞ୍ଜ ପଦକ  ବାରିପଦା : ନିକଟରେ କଟକ ଠାରେ ଅନୁଷ୍ଠିତ ହୋଇଥିବା ୭୧ତମ ରାଜ୍ୟସ୍ତରୀୟ ଖେଳକୁଦ ପ୍ରତିଯୋଗିତାରେ ମୟୁରଭଞ୍ଜର ଖେଳାଳି ମାନେ ଉନ୍ନତମାନର ଖେଳ ପ୍ରଦର୍ଶନ କରି ୪ଟି ସ୍ବର୍ଣ୍ଣ, ୩ଟି ରୌପ୍ୟ ଓ ୬ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ବୋଲି ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ ଜଣାଇଛନ୍ତି I ଟିମ ମ୍ୟାନେଜର ଶାନ୍ତିଲତା ରାଜ ଓ ନରେଶ ଚନ୍ଦ୍ର ହେମ୍ବ୍ରମଙ୍କ […]

Read More Text.
Img 20251231 wa0189

ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ 

ଆକସ୍ମିକ ସଡ଼କ ଦୁର୍ଘଟଣା ଜନିତ ଶୁନ୍ୟ ମୃତ୍ୟୁ ଲକ୍ଷ୍ୟ ହାସଲ ପ୍ରତି ସତର୍କତା ବାରିପଦା : ଆଜି, ବୁଧବାର ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ  ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ବାରିପଦା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡା […]

Read More Text.
Img 20251231 wa0095

ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ସମ୍ପାଦିକା ମାଳତୀ ମୁର୍ମୁଙ୍କ ଦେହାନ୍ତ

 ବାରିପଦା : ଅଲଚିକି ଲିପି, ସାନ୍ତାଳୀ ଭାଷା ସାହିତ୍ୟର ବରିଷ୍ଠ ପ୍ରଚାରକ, ମିସନ ଅଲଚିକିର ଦୃଢ଼ ସଂଗଠକ ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ପରିଚାଳିକା ଏବଂ ସମ୍ପାଦିକା, ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ ,  ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଗଠନ  (ଆସେକା) ର ଆଜୀବନ ସଦସ୍ୟା, ସାଓହେଁଦ ଆଖଡାର ସଭାନେତ୍ରୀ ଶ୍ରୀମତୀ ମାଳତୀ ମୁର୍ମୁ ଆଉ ଆମ ଗହଣରେ ନାହାନ୍ତି । ଆଜି ୩୧/୧୨/୨୦୨୫ ରାତ୍ରି ୧ ଘଟିକା ରେ ତାଙ୍କ […]

Read More Text.