NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ସ୍ୱଚ୍ଛ ଓ ନକଲ-ମୁକ୍ତ ପରୀକ୍ଷା ପାଇଁ NTAର ଗାଇଡ୍ ଲାଇନ୍
ନୂଆଦିଲ୍ଲୀ : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍ ଭେରିଫିକେସନ୍ । ୨୧ ତାରିଖରେ ହେବାକୁ ଥିବା NEET-UG ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଜରୁରୀ ଗାଇଡ୍ ଲାଇନ୍ ଜାରି କରିଛି । ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବା ପୂର୍ବରୁ ସମସ୍ତ ପରୀକ୍ଷାର୍ଥୀଙ୍କ ପାଇଁ ବାୟୋମେଟ୍ରିକ୍ ଯାଞ୍ଚ ବା ଫିଙ୍ଗରପ୍ରିଣ୍ଟ କିମ୍ବା ଫେସିଆଲ୍ ରେକୋଗ୍ନିସନ୍ ବାଧ୍ୟତାମୂଳକ କରାଯାଇଛି । ପରୀକ୍ଷାର […]
Read More Text.