ବର୍ଷାଋତୁ ଆସିଲା… ହେଉନି ନଦୀଗର୍ଭ ପୁନରୁଦ୍ଧାର : ବିପଦ ଆଶଙ୍କାରେ ନଦୀକୂଳିଆବାସୀ
ଆଗରପଡ଼ା : ଆବାହନ କାଳରୁ ସାଳନ୍ଦୀ ନଦୀ ବନ୍ତ ବ୍ଲକର ଆଗରପଡା ଦେଇ ବହି ଯାଇଥିବା ବେଳେ ଏହାର ଶାଖା ପ୍ରଶାଖା ନଦୀ ଗୁଡ଼ିକ ଭଦ୍ରକ,ବାଲେଶ୍ୱର,କେନ୍ଦୁଝର ଜିଲ୍ଲାକୁ ପ୍ରବାହିତ ହୋଇଛି । ଏହି ନଦୀ କୂଳରେ ଶତାଧିକ ବେଆଇନ ଇଟାଭାଟି ଚାଲିଛି । ନଦୀ ପଠାରୁ ମାଟି ଖନନ କରାଯାଇ ଏଥିରେ ବ୍ୟବହୃତ ହେଉଛି । ଯଦ୍ୱାରା ନଦୀ କୂଳ ସବୁ ଖାଇ ଯାଇଛି । ବର୍ଷାଋତୁ ଆସିଲେ ବର୍ଷା ପ୍ରଭାବରେ ନଦୀ ପାଣି କ୍ରମଶଃ ଫୁଲି […]
Read More Text.