Vik

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ ।  314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା  I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ  I ସରକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ସଚେତନତା ସୃଷ୍ଟି କରିବ ଏହି ବିକାଶ ବାହନ I  ବିକାଶ ବାହନ କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଶୁଭାରମ୍ଭ କରିଛନ୍ତ ମୁଖ୍ୟମନ୍ତ୍ରୀ । ଓଡ଼ିଶାର 314ଟି ବ୍ଲକ, 115ଟି ULB ଏବଂ 5ଟି […]

Read More Text.
Cras

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ […]

Read More Text.
Screenshot 2025 06 12 120206 750

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ଆବୁଧାବି ସିଧା ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରୁ UAE ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯.୩୫ ସମୟରେ […]

Read More Text.
Bhadrak 2

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ ଇଣ୍ଟର ନେଟ ସେବା ବନ୍ଦ ରହିଛି । ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି। ସମ୍ଭାବ୍ୟ ଆଇନ ଶୃଙ୍ଖଲା ପରିସ୍ଥିତିକୁ ମୁକାବିଲା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ […]

Read More Text.
Img 20250611 wa0240

ମୟୂରଭଞ୍ଜ ପ୍ରାଣୀଚିକିତ୍ସା ବିଭାଗ ଦ୍ଵାରା ବିଭିନ୍ନ ଯୋଜନାର ସଫଳ ରୂପାୟନ

ବାରିପଦା : ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ମୟୂରଭଞ୍ଜ ପ୍ରାଣୀପାଳନ ବିଭାଗଦ୍ଵାରା ବିଭିନ୍ନ ତଥା ରାଜ୍ୟ ଓ ଓମବାଡିସି ଯୋଜନା ମାଧ୍ୟମରେ ଜିଲ୍ଲାରେ ମୋଟ ୭୧୦ଜଣ ଚାଷୀ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ କୁକୁଡା ପାଳନ ମାଧ୍ୟମରେ ଜିଲ୍ଲାରେ ମୋଟ ୫ ଲକ୍ଷ୧୯ ହଜାର ୫୦୦ ଶହ ବୃଦ୍ଧି କରାଯାଇପାରିଛି । ଏହା ଜିଲ୍ଲାର ମାଂସ ଉତ୍ପାଦନରେ ଚଳିତ ବର୍ଷ ୭୮୦ ମେଟ୍ରିକ ଟନ ବୃଦ୍ଧି ପାଇ ଚାଷୀଙ୍କ ଉନ୍ନତିରେ ସହଯୋଗ କରିଅଛି । ସେହିପରି […]

Read More Text.
Img 20250611 wa0237

ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଫଳତା

ବାରିପଦା : ମୟୂରଭଞ୍ଜ ଜିଲ୍ଲାର କୃଷି ବିଭାଗରେ 2024-25 ଆର୍ଥିକ ବର୍ଷରେ ଖରିଫ ଋତୁରେ 4,22,280 ହେକ୍ଟର ଜମିରେ ଚାଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ଏବଂ 4,21,968.60 ହେକ୍ଟର ଜମିରେ ଚାଷ ହୋଇଥିଲା I ସେହିପିର ରବି ଋତୁରେ 1,11,530 ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ଏବଂ 1,18,279.20 ହେକ୍ଟର ଜମିରେ ଚାଷ ହୋଇଥିଲା I 2024-25 ଆର୍ଥିକ ବର୍ଷରେ ଧାନ 9400 କୁଇଣ୍ଟାଲ, ମୁଗ 4120.60 କୁଇଣ୍ଟାଲ, ବିରି […]

Read More Text.
Img 20250611 wa0229

ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ସମ୍ଭନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା : ଆଜି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କତୃପକ୍ଷଙ୍କ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ  ସମ୍ୱନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୁରଭଞ୍ଜ  ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ୱର ସହଯୋଗରେ ଆସନ୍ତା ତା ୧୮.୦୬.୨୦୨୫ ରିଖରେ ଜିଲ୍ଲାର ସମସ୍ତ ବ୍ଲକ, ବିଜ୍ଞାପିତ ଅଞ୍ଚଳ  […]

Read More Text.
Kun

ଏବେ ବି ମୟୁରଭଞ୍ଜ ର ଦୁର୍ଗମ ଅଂଚଳରେ ମୋବାଇଲ ନେଟୱର୍କ ଅପହଞ୍ଚ ନେଇ ଅଂଚଳବାସୀଙ୍କ ଅସନ୍ତୋଷ

ଜନପ୍ରତିନିଧି କୁନି ସର୍ଦାର ଙ୍କ ଷଷ୍ଠ ଥର ପାଇଁ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ  ବାରିପଦା- କେନ୍ଦ୍ର ସରକାର ଡିଜିଟାଲ ଭାରତ ନିର୍ମାଣ ସ୍ବପ୍ନ ଦେଖିଥିବା ବେଳେ ବାମନ ଘାଟି ଉପଖଣ୍ଡ ଵିଜାତଳା ବ୍ଲକ ଅନ୍ତର୍ଗତ ବଣ ପାହାଡ ଘେରା ଚଢେଇପାହାଡି ପଞ୍ଚାୟତ ଭଳି ଆଦିବାସୀ ବହୁଳ ଅଞ୍ଚଳରେ ସ୍ବାଧୀନତା ର 77 ବର୍ଷ ପରେ ମଧ୍ୟ ନେଟୱର୍କ ଅପହଞ୍ଚ ।  ଅଂଚଳ ବାସୀଙ୍କ ବହୁ ଦାବି ପରେ ଵିଏସ ଏନ୍ ଏବଂ  ମୋବାଇଲ ଟାଓ୍ଵାର ଵସିଲା ହେଲେ ନେଟଓ୍ବାର୍କ […]

Read More Text.
Wre

ମୟୂରଭଂଜ ଆଦିବାସୀ ଷ୍ଟୁଡେଣ୍ଟ୍ ଆସୋସିଏସନ୍( ମାସା) ତରଫରୁ ଜନଶୁଣାଣୀ ରେ ଜିଲ୍ଲାପାଳଙ୍କୁ ୧୦ ଦଫା ଦାବି ପ୍ରଦାନ

ବାରିପଦା-  ଵାମଘାଟୀ ଉପଖଣ୍ଡ ସ୍ତରୀୟ ଜନଶୁଣାଣୀ ରେ ବାମନଘାଟି  ଉପଖଣ୍ଡର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ୧୦ ଟି ଅଭିଯୋଗ ଉପରେ ମୟୂରଭଂଜ ଜିଲ୍ଲାର ଅଗ୍ରଣୀ ବୈପ୍ଳବିକ ଛାତ୍ର ସଂଗଠନ ମୟୂରଭଂଜ  ଆଦିବାସୀ ଷ୍ଟୁଡେଣ୍ଟ୍ ଆସୋସିଏସନ୍( ମାସା) ତରଫରୁ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି । ସମସ୍ୟା ଗୁଡ଼ିକ ହେଲା; ୧-  ଉପଖଣ୍ଡ ଚିକିତ୍ସାଳୟ ପଛପଟ ନବ ନିର୍ମିତ ପେଭର ବ୍ଳକ  ରାସ୍ତା ନିର୍ମାଣ  ନିମ୍ନମାନର ଫାଟି ଆଁ ହେଲାଣି ୨-  ଅମଲା ଲାଇନ,ପୋଷ୍ଟାଲ ଲାଇନ,ଏବଂ ରାସ୍ତାକଡ […]

Read More Text.
Snana purnima

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ମହାପ୍ରଭୂଙ୍କ ସ୍ନାନଯାତ୍ରା

ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୂ ରତ୍ନସିଂହାସନରୁ ଅଣସରପିଣ୍ଡକୁ ଆସିଲେ ଚତୁର୍ଦ୍ଧାମର୍ତ୍ତି ବାରିପଦା : ମହାପ୍ରଭୂ ଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଆଦ୍ୟ ଯାତ୍ରା ଭାବେ ପ୍ରତିପାଦିତ । ଜ୍ୟେଷ୍ଠ ପୂର୍ଣ୍ଣିମା ତିଥିରେ ପାଳନ ହେଉଥିବା ଏହି ଯାତ୍ରା ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଖ୍ୟାତି ଅର୍ଜନ କରିଥିବା ଶ୍ରୀଶ୍ରୀହରି ବଳଦେବ ଜୀଉ ବିଜେ ବାରିପଦାରେ ଚତୁର୍ଦ୍ଧାମୁତ୍ତି ଆଜି ଭୋର ୪ ଟା ସମୟରେ ରତ୍ନସିଂହାସନ ତ୍ୟାଗକରି ସୁନ୍ଦର ଟାହିଆରେ ସୁସଜ୍ଜିତ ହୋଇ ଧୀରେ […]

Read More Text.