ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା, ଥରକେ ବିକ୍ରି କରିହେବ ୫ ଶହ ବର୍ଗମିଟର
ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା ହଟିଲା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏହା ମଧ୍ୟ ମନ୍ତ୍ରୀ କହିଛନ୍ତି ଯେ ପ୍ଲଟିଂ କରି ବିକୁଥିଲେ ଲେ ଆଉଟ ପ୍ରସ୍ତୁତ କରିବାକୁ ପଡିବ । ୯ ମିଟର ରାସ୍ତା ଛାଡ଼ି ବିକିବାକୁ ହେବ । ଡ୍ରେନ, […]
Read More Text.