Whatsapp image 2025 06 10 at 2.0

ହରିୟାଣା ଜମି ଦୁର୍ନୀତି: ଇଡିରେ ହାଜର ହେଲେ ନି ରବର୍ଟ ଭଦ୍ରା, ପୁଣି ସମନ କଲା ଇଡି

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ ପଚରାଉଚରା ପାଇଁ ଆଜି ଇଡ଼ି ଭଦ୍ରାଙ୍କୁ ହାଜର ହେବାକୁ ନୋଟିସ କରିଥିଲା । କିନ୍ତୁ ଭଦ୍ରା ଅସୁସ୍ଥତା ଦର୍ଶାଇ ଇଡ଼ିକୁ ଏକ ଇମେଲ୍‍ ଲେଖିଛନ୍ତି । ଭଦ୍ରା ଇଡିଠାରୁ ଆହୁରି ସମୟ ମାଗିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଇଡ଼ି ପକ୍ଷରୁ କୁହାଯାଇଛି ଯେ ହରିୟାଣା ଜମି ଦୁର୍ନୀତି […]

Read More Text.
Cm

ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଅଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆମ ସରକାର ୧ ବର୍ଷ ପୂରଣ କରିବାକୁ ଯାଉଛି । ଆଉ ଏହି ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା […]

Read More Text.
Corona

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା। ସୋମାବାର ଆଉ ୭ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ଏଥିସହ ଚଳିତ […]

Read More Text.
Thumb 72

ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ

ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ ବୋଲି କହିଛନ୍ତି। ବିଲାଓ୍ବଲ କହିଚନ୍ତି, ଆମେରିକା ଯେଉଁଭଳି ଭାବେ ଆଫଗାନିସ୍ତାନରୁ ତରବରିଆ ଭାବେ ବାହାରିଗଲା, ସେହି ସମୟରେ ଅନେକ ସମ୍ବେଦନଶୀଳ ଅସ୍ତ୍ରଶସ୍ତ୍ର ସେଠାରେ ଛାଡ଼ି ଆସିଲା। ଏହି ଅସ୍ତ୍ରଶସ୍ତ୍ର ଏବେ […]

Read More Text.
Snana purnima

ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରି ହାତୀବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ସମ୍ପନ୍ନ ହୋଇଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହ ବାହୁକଣ୍ଟ ଓ ତାରମାଳ ବନ୍ଧା ନୀତି ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ସେନାପଟା ନୀତି । ଏଥିପାଇଁ […]

Read More Text.
Gbdsz2r6r2ua7pjislqc

ଭବାନୀପାଟଣା ଜେଲରେ ରାତି କାଟିଲେ ଆଇଏଏସ ଅଫିସର ଧୀମନ ଚକମା

ଭୁବନେଶ୍ୱର: ୨୦୨୧ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଧିମନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଗିରଫ ହେବା ପରେ ଆଇଏଏସ ବାବୁଙ୍କ ନୂଆ ଠିକଣା ପଲଟିଛି ଭବାନୀପାଟଣା ଜେଲ। ଏହି ଜେଲରେ ରାତି କାଟିଛନ୍ତି ଆଇଏଏସ ଅଧିକାରୀ ଧୀମନ ଚକମା। ରାତିରେ ଖାଇଛନ୍ତି ରୁଟି ସନ୍ତୁଳା ଏବଂ ତଳେ ଶୋଇଛନ୍ତି। ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ୧୦ଲକ୍ଷ ଟଙ୍କାର ଲାଞ୍ଚ ମାମଲାରେ ଗତକାଲି ଗରିଫ କରିଥିଲା ଭିଜିଲାନ୍ସ। ଜାମିନ ନାମଞ୍ଜୁର […]

Read More Text.
Jahaja

ସମୁଦ୍ର ଭିତରେ କଣ୍ଟେନର୍ ଭର୍ତ୍ତି ଜାହାଜରେ ବିସ୍ଫୋରଣ : ୪ କ୍ରିଉ ସଦସ୍ୟ ନିଖୋଜ,୧୮ ଜଣ ଉଦ୍ଧାର

କୋଚି : କେରଳ ଉପକୂଳ ନିକଟରେ ସିଙ୍ଗାପୁର ପତାକା ଲାଗିଥିବା ଏକ ଜାହାଜରେ ବିସ୍ଫୋରଣ ହୋଇଥିବା ଖବର ଆସିଛି। କେରଳ ଉପକୂଳରେ ସମୁଦ୍ର ଭିତରେ ସିଙ୍ଗାପୁରର ଏହି ଜାହାଜଟି କଲମ୍ବୋରୁ ମୁମ୍ବାଇ ଯାଉଥିବା ଜାହାଜରେ ପ୍ରଚଣ୍ତ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜାହାଜର ୪ କ୍ରିଉ ସଦସ୍ୟ ନିଖୋଜ ଥିବା ବେଳେ ୧୮ ଜଣଙ୍କୁ ଉଦ୍ଧାର କରିଛି ଭାରତୀୟ ନୌସେନା ଏବଂ ତଟରକ୍ଷୀ ବାହିନୀ। ପ୍ରତିରକ୍ଷା ଅଧିକାରୀ କହିଛନ୍ତି ଯେ ସୋମବାର ସକାଳେ, କେରଳ ଉପକୂଳ ନିକଟରେ […]

Read More Text.
Raja sonam 750x430

ଆସିଲା ରାଜା ରଘୁବଂଶୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମେଘାଳୟରେ ରାଜା ରଘୁବଂଶୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁଲିସ। ରାଜାଙ୍କୁ ତାଙ୍କ ସ୍ତ୍ରୀ ସୋନମ ସୁପାରି କିଲରଙ୍କ ଜରିଆରେ ହତ୍ୟା କରିଥିଲେ। ସୋମବାର ରାଜାଙ୍କ ବ୍ୟବଚ୍ଛେଦ ରିପୋର୍ଟ ପୁଲିସକୁ ହସ୍ତଗତ ହୋଇଛି। ରାଜାଙ୍କୁ କିପରି ହତ୍ୟା କରାଯାଇଥିଲା ତାହା ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ଅନୁସାରେ, ରାଜାଙ୍କ ମୁଣ୍ଡରେ ଦୁଇଟି ଗଭୀର କ୍ଷତ ଚିହ୍ନ ରହିଛି। ଅତ୍ୟନ୍ତ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇଛି ବୋଲି ମେଘାଳୟ ଏସଆଇଟି(ସ୍ଵତନ୍ତ୍ର ତଦନ୍ତକାରୀ ଟିମ) ମୁଖ୍ୟ ହର୍ବର୍ଟ ପିନିଏଡ ଖାର୍କୋନଗର […]

Read More Text.
Screenshot 2025 06 09 224259 750

ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଆଜି ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍‌ନାଲ୍‌ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ […]

Read More Text.
Rabi narayan

ମହାପୁରୁଷ ଜନ୍ମ ହୋଇଥିବା ଗାଁର ଉନ୍ନତି କରିବ ପଞ୍ଚାୟତିରାଜ ବିଭାଗ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ।  ମହାପୁରୁଷ ଜନ୍ମ ହୋଇଥିବା ଗାଁର ଉନ୍ନତି କରିବ ପଞ୍ଚାୟତିରାଜ ବିଭାଗ ।  ଏଥିପାଇଁ ୯ ରୁ ୧୦ ବିଭାଗ ମିଳିତ ଭାବେ କାମ କରିବେ। ଗାଁ ରାସ୍ତା, ପିଇବା ପାଣି, କ୍ଷେତକୁ ପାଣି, ସ୍କୁଲ, ସ୍ୱାସ୍ଥ୍ୟ ସେବା ସୁବିଧା ଯୋଗାଇ ଦିଆଯିବ।  ରାଜ୍ୟସ୍ତରରେ ମୁଖ୍ୟ ସଚିବ ରହିବେ ଅଧ୍ୟକ୍ଷ ।  ଜିଲ୍ଲା ସ୍ତରରେ ଜିଲ୍ଲପାଳ, ବ୍ଲକ ସ୍ତରରେ ବିଡ଼ିଓ ରହିବେ ଅଧ୍ୟକ୍ଷ । ଏନେଇ […]

Read More Text.