କ୍ରୀଡ଼ାବିତ୍ କୁଞ୍ଜବିହାରୀ ସିଂହଙ୍କ ପରଲୋକ

ଆଗରପଡ଼ା :ଆଗରପଡ଼ା ଅଂଚଳର ବିଶିଷ୍ଟ କ୍ରୀଡ଼ାବିତ୍ ତଥା ସମାଜସେବୀ କୁଞ୍ଜବିହାରୀ ସିଂହଙ୍କର ୮୦ବର୍ଷ ବୟସରେ ପରଲୋକ ଘଟିଛି । ସେ କିଛିଦିନ ହେଲା ଅସୁସ୍ଥ ହୋଇ ଘରେ ଚିକିତ୍ସିତ ହେଉଥିଲେ । ହଠାତ ଯଂତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଥିଲା ।ସେ ଜଣେ ନାମକରା ଫୁଟବଲ ଖେଳାଳୀ ଥିଲେ । ଜଣେ ସରଳ, ପରୋପକାରୀ ବ୍ୟକ୍ତି ହୋଇଥିବାରୁ ତାଙ୍କୁ ସମସ୍ତେ ଭଲ ପାଉଥିଲେ […]

Read More Text.
Photo for the news of medical waste machine

ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଅଲୋଡ଼ା ହୋଇ ପଡ଼ିରହିଛି ଲକ୍ଷାଧିକ ଟଙ୍କାର ସରଞ୍ଜାମ

ଆଗରପଡ଼ା :ସରକାର ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଦୂର ଦୃଷ୍ଟିର ଅଭାବ ଯୋଗୁଁ ଏହି ସବୁ ଯୋଜନାର ସଫଳ ରୂପାୟନ ହୋଇପାରୁନଥିବା ଜଣାପଡ଼ିଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଳକ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତଥା ଏହା ଅଧିନରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପ୍ରାଥମିକ […]

Read More Text.
Sn

ସୁବର୍ଣ୍ଣପୁର ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ […]

Read More Text.
Screenshot 2025 06 07 181705 750

ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମକ୍‌ଡ୍ରିଲ୍

ପୁରୀ: ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ଆରମ୍ଭ ହୋଇଛି ମକଡ୍ରିଲ। ଆଜି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ମକଡ୍ରିଲ୍ କରାଯାଇଛି। ଟାଉନ୍ ଥାନା ପରିସରର ସମନ୍ଵିତ ନିୟନ୍ତ୍ରଣ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଛନ୍ତି। ସ୍ନାନଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ […]

Read More Text.
Bhs

ଭାସ୍କର ସମେତ ୭ ମାଓବାଦୀ ନୀପାତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କୁ ଆଉ ତ୍ରାହୀ ନାହିଁ। ଲଗାତାର ଅପରେସନ ଜାରି ରହିଥିବା ବେଳେ ସଂଗଠନର ବଡ଼ବଡ଼ କ୍ୟାଡ଼ର ନକ୍ସଲଙ୍କର ମୃତ୍ୟୁ ସଂଗଠନକୁ ଏବେ ଚିନ୍ତାରେ ପକାଇଛି। ଗତ ତିନି ଦିନ ହେଲା ଇନ୍ଦ୍ରାବତୀ ଜାତୀୟ ଉଦ୍ୟନରେ ନକ୍ସଲ ସହ ଯବାନଙ୍କ ଗୁଳିବିନିମୟ ଚାଲିଛି। ଗତକାଲି ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ମାଓବାଦୀ ଭାସ୍କର ମୃତ୍ୟୁବରଣ କରିଛି। ପ୍ରକାଶ ଥାଉକି ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର […]

Read More Text.
Cov

୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୭୫୫କୁ ବୃଦ୍ଧି ପାଇଛି। କେରଳରେ ସର୍ବାଧିକ ୧୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୮୦୬କୁ ବୃଦ୍ଧି ପାଇଛି। […]

Read More Text.
Train 2

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ।  ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।  କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ ।  ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଇଷ୍ଟ କୋଷ୍ଟ ଏକ୍ସପ୍ରେସ ଧକ୍କାରେ ଯୁବକ ମୃତ ।  ମୃତ ଯୁବକଙ୍କ ପରିଚୟ ମିଳି ନାହିଁ ।  ସ୍ଥାନୀୟ ଲୋକେ କହିବା […]

Read More Text.
Son

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ […]

Read More Text.
Bomb explosion

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି। ବିସ୍ଫୋରଣରେ ୨୭ ବର୍ଷିୟା ଲିଲି ବେଗମ୍ ନାମକ ଜଣେ ମହିଳାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଓ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ […]

Read More Text.
Elo

ପଛଘୁଞ୍ଚା ଦେଲେ ଏଲନ ମସ୍କ

ବିଶ୍ଵର ଏକ ନମ୍ବର ଧନୀ ଏଲନ ମସ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଚାଲିଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ଦୁଇ ଜଣଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଥିବା ସମୟରେ ଏଲନ ମସ୍କ ଏଥିରେ ପଛଘୁଞ୍ଚା ଦେଇଛନ୍ତି। ମସ୍କ ଏପଷ୍ଟିନ ଫାଇଲ୍ସ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଯେଉଁ ପୋଷ୍ଟ କରିଥିଲେ ତାହାକୁ କାଟି ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ବିବାଦର ସମାଧାନ ଉଦ୍ଦେଶ୍ୟରେ ମସ୍କ ଏପରି କରିଥିବା ଆଲୋଚନା ହେଉଛି। ଦୁଇ ଦିନ ତଳେ […]

Read More Text.