ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ
ଭୁବନେଶ୍ବର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ନେଲେ ଦାୟିତ୍ବ । ଅନୁ ଗର୍ଗଙ୍କୁ ବିଭିନ୍ନ ମହଲରୁ […]
Read More Text.