୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ
ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ- ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାପାଇଁ କେବେ ଭୁଲିବେ ନାହିଁ ଭୁବନେଶ୍ୱର: ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ […]
Read More Text.