ରାଜ୍ୟ ପଞ୍ଚାୟତରାଜ ମନ୍ତ୍ରୀ ଙ୍କ ମୟୁରଭଞ୍ଜ ଜିଲ୍ଲା ଗସ୍ତ, ବିଭିନ୍ନ ପ୍ରକଳ୍ପ ପରିଦର୍ଶନ
ବାରିପଦା: ରାଜ୍ୟ ପଞ୍ଚାୟତ ରାଜ ମନ୍ତ୍ରୀ ରବିନାରାୟଣ ନାୟକଙ୍କ ପ୍ରଥମ ଥର କରି ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସି ବାମନଘାଟି ଉପଖଣ୍ଡ ର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଫେରି ଯାଇଛନ୍ତି । ବୁଧବାର ଦିନ ସ୍ଥାନୀୟ ପୂର୍ତ ବିଭାଗ ଡାକବଙ୍ଗଳାରେ ଦଳୀୟ ନେତୃବୃନ୍ଦ ଏବଂ କର୍ମୀଙ୍କ ସହ ଅଂଚଳର ସମସ୍ୟା ଓ ବିକାଶ ଉପରେ ଆଲୋଚନା କରିଥିଲେ ।ପରେ ପୂର୍ବାହ୍ନ ୯ ଘଟିକା ରେ ବହଳଦା ବ୍ଳକର ଗମ୍ଭାରିଆ ପଞ୍ଚାୟତର ଜଗନ୍ନାଥପୁର ଗ୍ରାମର ଏକ ଅମୃତ […]
Read More Text.