R7pxcqs1qteyk4htwlyd

ରକ୍ତ ଅଭାବରୁ ନାବାଳକର ମୃତ୍ୟୁ ! ନ୍ୟାୟ ଦାବିରେ ଧାରଣାରେ ବସିଲେ ପରିବାର

ରାୟଗଡ଼ା: ଆବଶ୍ୟକ ସମୟରେ ଓଡ଼ିଶା ରକ୍ତ କେନ୍ଦ୍ର ରାୟଗଡ଼ାରୁ ରକ୍ତ ନମିଳିବାରୁ ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ବର୍ଗ। ମୃତ ନାବାଳକ ହେଲେ ରାଜୀବ ଟାକିରି (୯)। ସେ ଜ୍ୱରରେ ପୀଡ଼ିତ ଥିବାରୁ ପରିବାର ଲୋକେ ତାଙ୍କୁ ଗତକାଲି ସକାଳ ୯ ଟା ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ରକ୍ତର ଆବଶ୍ୟକତା ଥିବାରୁ ରକ୍ତଭଣ୍ଡାରକୁ ଆସି ଜଣାଇଥିଲେ। କିନ୍ତୁ ଦାୟିତ୍ବରେ ଥିବା କର୍ମଚାରୀ ରକ୍ତ ଭଣ୍ଡାରରେ ରକ୍ତ ନଥିବା […]

Read More Text.
000

ଢେଙ୍କାନାଳ ହେବ ଓଡ଼ିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା: ୨୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ […]

Read More Text.
Capture 22

ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ

ଭୁବନେଶ୍ବର : ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ବବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା କିମ୍ବା ସମକକ୍ଷ ପଦବୀରେ ୧୦ ବର୍ଷ କାର୍ଯ୍ୟ କରଥିବା ବ୍ୟକ୍ତିବିଶେଷ କୁଳପତି ପଦ ପାଇଁ ଆବେଦନ କରିପାରିବେ । ତେବେ ୨୦୨୫ ଡିସେମ୍ବର ୧ ସୁଦ୍ଧା ବୟସ ୬୬ ବର୍ଷରୁ କମ୍‌ ହୋଇଥିବା ଆବଶ୍ୟକ ବୋଲି […]

Read More Text.
22

ଚାଲାଣ ପାଇଁ ରଖାଯାଇଥିବା ୨୮୦ ବାଛୁରୀ ଉଦ୍ଧାର, ଗୋଶାଳାକୁ ସୁରକ୍ଷିତ ସ୍ଥାନାନ୍ତର

ବାରିପଦା : ମୟୂରଭଞ୍ଜ ଜିଲ୍ଲା ପୁଲିସକୁ ବଡ଼ ସଫଳତା ମିଳିଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ଆତର୍କିତ ଚଢ଼ଉ କରି ପୁଲିସ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ପୁଲିସ ଟିମ୍‌ ବୁଧବାର ଭୋର ସକାଳୁ ଅତର୍କିତ ଚଢ଼ାଉ କରି ବାଲେଶ୍ୱର-ମୟୂରଭଞ୍ଜ ଜିଲ୍ଲା ସୀମାବର୍ତ୍ତୀ ଦାହିବାଡ଼ି ଓ ଗୋବିନ୍ଦରାୟପୁର ଗ୍ରାମରୁ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ସୂଚନା ଅନୁଯାଇ ମୟୂରଭଂଜ ଜିଲ୍ଲା ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଧୀନ ଗୋବିନ୍ଦରାୟପୁର ଓ ଦାହିବାଡ଼ି ଗ୍ରାମରେ ଶତାଧିକ ବାଛୁରୀଙ୍କୁ ବେଆଇନ […]

Read More Text.
5d8bfc7d 8a49 498b a21b 8807ddbf6597 114633

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡା : ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ଠାରେ ୨ଦିନଆ ଉତ୍କର୍ଷ ନିମାପଡ଼ା-୨୦୨୫ ସମ୍ମିଳନୀକୁ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହରେ ରାଜ୍ୟପାଳ ପ୍ରଥମେ ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ ‘ଏକ ପେଡ୍ ସେନା କେ ନାମ୍ ନାରାରେ ବୃକ୍ଷ ରୋପଣ କରିଥିଲେ। ରାଜ୍ୟପାଳ ନୂଆ ବାରବାଟୀ ପଡ଼ିଆରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳାର ଶୁଭ ଉଦ୍‌ଘାଟନରେ ଯୋଗଦେଇ […]

Read More Text.
Zzz

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ

ବ୍ରହ୍ମପୁର: ଗିରଫ ଭୟ ଦେଖାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ମହିଳା ପୁଲିସ ଅଧିକାରୀ। ସେ ହେଉଛନ୍ତି ବ୍ରହ୍ମପୁର ମହିଳା ଥାନାର ଏଏସ୍‌ଆଇ ବବିତା ସୁନା। ଏଏସ୍‌ଆଇ ବବିତା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। କେସ୍‌ ନମ୍ବର ୭/୨୫ରେ ତାଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ମହିଳା ଥାନାରେ ଯୌତୁକ ନିର୍ଯାତନା ତଥା ଘରୋଇ ହିଂସା ମାମଲା ଦାଏର […]

Read More Text.
1 750x430 (1)

ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଭୂମି […]

Read More Text.
Minister shares how pm tracked op sindoor night airstrikes 768x432

ରାତି ଅନିଦ୍ରା ହୋଇ ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରମନ୍ତ୍ରୀ ସିଂହ, ମେ ୭ ତାରିଖ ରାତିରେ ଘଟଣା ବିଷୟରେ କହିଥିଲେ, ଯେତେବେଳେ ଭାରତ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀରରେ ନଅଟି ସ୍ଥାନରେ ଆକ୍ରମଣ କରି ଜୈଶ-ଏ-ମହମ୍ମଦ […]

Read More Text.
Census 1

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଏହି ଦିଗରେ ପଦକ୍ଷେପ ନେଇଛନ୍ତି। ସୂଚନା ଅନୁଯାୟୀ, ସମଗ୍ର ଦେଶରେ ଜାତିଗତ ଜନଗଣନା ଆରମ୍ଭ ହେବା ପୂର୍ବରୁ, ଅକ୍ଟୋବର ୨୦୨୬ରୁ ଜମ୍ମୁ ଏବଂ କଶ୍ମୀର, ଲଦାଖ, ଉତ୍ତରାଖଣ୍ଡ ଭଳି ପାହାଡ଼ିଆ ଅଞ୍ଚଳରେ ଜନଗଣନା ଆରମ୍ଭ […]

Read More Text.
Untitled 1 copy

ବିପର୍ଯ୍ୟୟ ପ୍ରଶମନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପି. କେ. ମିଶ୍ର

ଜେନେଭା: ସ୍ବିଜରଲ୍ୟାଣ୍ଡର ଜେନେଭାଠାରେ ଜାତିସଂଘ ପକ୍ଷରୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଅଷ୍ଟମ ବୈଶ୍ବିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ବିପର୍ଯ୍ୟୟ ପ୍ରଶମନ ପ୍ରତି ଭାରତର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଛନ୍ତି। ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅନ୍ତର୍ଜାତୀୟ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ସେ ନରୱେର ଅନ୍ତର୍ଜାତୀୟ ବିକାଶ ଉପମନ୍ତ୍ରୀ ସୁଶ୍ରୀ ଷ୍ଟାଇନ ରେନେଟ ହେହିମଙ୍କ ସହ ଫଳପ୍ରଦ ଆଲୋଚନା […]

Read More Text.