ସୋମନାଥ ସ୍ୱାଭିମାନ ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜ୍ୟୋତିର୍ଲିଙ୍ଗ ଦର୍ଶନ କରିବେ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬” ।  ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ ଗୁଜୁରାଟସ୍ଥିତ ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଯାତ୍ରା ଆରମ୍ଭ କରିଛନ୍ତି ।  ଭୁବନେଶ୍ୱର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁଜ ପତାକା ଦେଖାଇ ଏହି ଯାତ୍ରାର ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ […]

Read More Text.
School student

ସରିଲା ଖରାଛୁଟି, ୧୮ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର : ସରିଲା ପିଲାଙ୍କ ଖରାଛୁଟି । ଖୁବଶୀଘ୍ର ସ୍କୁଲ ଖୋଲିବାକୁ ଯାଉଛି । ଆସନ୍ତା ଜୁନ୧୮ରୁ ଖୋଲିବ ସ୍କୁଲ। ରାଜ୍ୟରେ ଏବେ ଗ୍ରୀଷ୍ମ ଛୁଟି ଅବଧି ବଢ଼ିବ ନାହିଁ ସୂଚନା ମିଳିଛି । ରାଜ୍ୟରେ ୧୮ ତାରିଖରୁ ଖୋଲିବ ସମସ୍ତ ସ୍କୁଲ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ଆଗାମୀ ଦିନରେ ଖରାର ପ୍ରକୋପ ବଢ଼ିଲେ ଛୁଟି ଅବଧି ବୃଦ୍ଧି ନେଇ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସରକାରଙ୍କ […]

Read More Text.
Rain 2026 06 09 12 17

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ କମିଛି ଗ୍ରୀଷ୍ମପ୍ରବାହ, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ୨୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୧ ତାରିଖ ବେଳକୁ […]

Read More Text.
IMG 20260614 WA0172 (1)

ସଫଳ ବିଏଲ୍‌ଓଙ୍କୁ ସମ୍ବର୍ଦ୍ଧନା

ବଡସାହି ନିର୍ବାଚନ ମଣ୍ଡଳୀରେ ଏସ୍‌ଆଇଆର୍-୨୦୨୬ କାର୍ଯ୍ୟର ଅଗ୍ରଗତି ସମୀକ୍ଷା ବାରିପଦା : ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ–୨୦୨୬ ଅଧୀନରେ ବଡ଼ସାହି ନିର୍ବାଚନ ମଣ୍ଡଳୀର ଏନ୍ୟୁମେରେସନ୍ ଫର୍ମ ଡିଜିଟାଇଜେସନ୍ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ବାରିପଦା ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ବଡ଼ସାହି ଶ୍ରୀ ଦୁଃଖବନ୍ଧୁ ନାୟକ ବେତନଟୀ ବ୍ଲକ ପରିଦର୍ଶନ କରିଥିଲେ ।              ପରିଦର୍ଶନ ସମୟରେ ଶ୍ରୀ ନାୟକ […]

Read More Text.

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ବାରିପଦା : ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଙ୍କ ମୃତ୍ୟୁ ଘଟିଅଛି l ମୟୁରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ର ଦୁର୍ଗାପୁର ଜଙ୍ଗଲ ରାସ୍ତା ରେ ଗତକାଲି ଅପରାହ୍ନରେ ଜଣେ ବୃଦ୍ଧ ଚାଲି ଚାଲି ଯାଉଥିବା ସମୟରେ ଏକ ଦନ୍ତା ହାତୀ ହାବୁଡ଼ରେ ପୋଡ଼ିଯାଇଥିଲେ l ଫଳରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା l ମୃତକ ଜଣକ ହେଲେ କେନ୍ଦୁସାହି ଅସନାବଣି ଗ୍ରାମର ଜଗନ୍ନାଥ ସିଂ l ଗତକାଲି ପାଖରୁ ପରିବାରଲୋକେ ଅନେକ ଖୋଜା ଖୋଜି […]

Read More Text.
ChatGPT Image Jun 14 2026 030959 PM

ଓମାନ ତଟରେ ବୁଡିଲା ଡଙ୍ଗା, ୧୪ ଭାରତୀୟ ଉଦ୍ଧାର

ନୂଆଦିଲ୍ଲୀ:ମଧ୍ୟ ପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଓମାନ ଉପକୂଳରେ ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ନାମକ ଏକ ଭାରତୀୟ ଡଙ୍ଗା। ଏଥିରେ ୧୪ ଜଣ ଭାରତୀୟ କ୍ରୁ-ସଦସ୍ୟ ଥିଲେ, ଯାହାଙ୍କୁ ବର୍ତ୍ତମାନ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି। ଡଙ୍ଗା ବୁଡିବା ପରେ ଆମେରିକା ନୌସେନା, ଭାରତୀୟ ନୌସେନା ଏବଂ ଏକ ବାଣିଜ୍ୟକ ଜାହାଜ ମିଳିତ ସହଯୋଗରେ ଉଦ୍ଧାର କରିଥିଲେ। ଖବର ପାଇ ଭାରତୀୟ ନୌସେନା ପକ୍ଷରୁ ଏକ ବାଣିଜ୍ୟ ଜାହାଜ ସାହାଯ୍ୟରେ ବଡ ସ୍ତରରେ ଉଦ୍ଧାର […]

Read More Text.
HKtguy9aYAA4uZl

ୟୁରୋପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ୟୁରୋପ ଗସ୍ତରେ ଯାଇଛନ୍ତି। ମୋଦୀ ଫ୍ରାନ୍ସ ଓ ସ୍ଲୋଭାକିଆ ଯାଇଥିବା ଜଣାପଡ଼ିଛି। ଫ୍ରାନ୍ସ ଗସ୍ତର ପ୍ରଥମ ପର୍ଯ୍ୟାୟରେ ରବିବାର ପ୍ରଧାନମନ୍ତ୍ରୀ ମୋଦୀ ନାଇସରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାକରନ୍‌ଙ୍କ ସହ ଦ୍ବିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିବେ। ଏଥିସହ ବିଶ୍ବ ରାଜନୀତି ଉପରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବା ସମ୍ଭାବନା ରହିଛି। ଏହି ଅବସରରେ ମୋଦୀ ଓ ମାକରନ୍‌ ‘ଭାରତ ଇନୋଭେଟ୍‌ସ’କୁ ଉଦ୍‌ଘାଟନ କରିବେ। ଭାରତ, ଫ୍ରାନ୍ସ ଓ ଅନ୍ୟ […]

Read More Text.
Indian army

ବଦଳିଲା ଭାରତୀୟ ସେନାର ଡ୍ରେସ କୋଡ୍, ହଟିଲା ଇଂରେଜ ଶାସନ କାଳର ଚିହ୍ନ

ନୂଆଦିଲ୍ଲୀ : ଭାରତୀୟ ସେନାରେ ବଡ଼ ପରିବର୍ତ୍ତନ । ଭାରତୀୟ ସେନା ନିଜର ଡ୍ରେସ ଏବଂ ଗ୍ରୁମିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ କରିଛି । ସେନା ପୋଷାକରେ ଝଲସିବ ଭାରତୀୟତା । ଆର୍ମି ୟୁନିଫର୍ମ-୨୦୨୬ ଲାଗୁ, ହଟିଲା ଔପନିବେଶିକ ଚିହ୍ନ । ସାମିଲ ହେଲା ବନ୍ଦ ଗଳା ବନ୍ଦୀ ଜ୍ୟାକେଟ୍ । ନିଜର ଗୌରବମୟ ପରମ୍ପରାକୁ ଆଧୁନିକ ଏବଂ ଦେଶୀ ରୂପ ଦେବା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ସେନା । ଦୀର୍ଘ ୮ […]

Read More Text.
Bihar

ପୋଲିସ ପରୀକ୍ଷା ଆଶାୟୀଙ୍କ ତୁମୂଳକାଣ୍ଡ, ଟ୍ରେନ ବିଳମ୍ବ ଯୋଗୁଁ ପାଟଳିପୁତ୍ର ଷ୍ଟେସନରେ ଭଙ୍ଗାରୁଜା

ପାଟନା : ବିହାରର ରାଜଧାନୀ ପାଟନାର ପାଟଳିପୁତ୍ର ରେଳଷ୍ଟେସନରେ ଛାତ୍ରଙ୍କ ତୁମୂଳକାଣ୍ଡ । ପୋଲିସ ସିପାହୀ ପଦବୀ ଆଶାୟୀ ପରୀକ୍ଷାର୍ଥୀମାନେ ପ୍ରବଳ ହଙ୍ଗାମା କରିଛନ୍ତି । ଟ୍ରେନର ଅଭାବ ଏବଂ ଟ୍ରେନ ବିଳମ୍ବରେ ଚାଲୁଥିବା ଅଭିଯୋଗ କରି ହଜାର ହଜାର ସଂଖ୍ୟାରେ ଛାତ୍ରମାନେ ଷ୍ଟେସନ ପରିସରରେ ହଙ୍ଗାମା କରିଥିଲେ । ଉତ୍ତ୍ୟକ୍ତ ପରୀକ୍ଷାର୍ଥୀମାନେ ରେଳ ଧାରଣା ଅବରୋଧ କରିବା ସହ ଟ୍ରେନ ଉପରକୁ ପଥରମାଡ଼ କରିଛନ୍ତି । ଏଥିରେ ପରୀକ୍ଷା ସ୍ପେଶାଲ୍ ଟ୍ରେନର କାଚ ଭାଙ୍ଗିଯାଇଛି । ପଥରମାଡ଼ […]

Read More Text.
Asqsad e1781453494248 300x200

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

ଭୁବନେଶ୍ବର : ଆସନ୍ତା ୧୯ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ଶନିବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା, ପ୍ରୋଟୋକଲ, କାରକେଡ୍‌ ପରିଚାଳନା, ହେଲିପ୍ୟାଡ୍ ପ୍ରସ୍ତୁତି, ସମସ୍ତ କାର୍ଯ୍ୟକ୍ରମର ସମନ୍ୱୟ, ବିମାନବନ୍ଦରରେ ଆନୁଷଙ୍ଗିକ ବ୍ୟବସ୍ଥା, ଅତିଥିମାନଙ୍କ ସାମୟିକ […]

Read More Text.