ଅପରେସନ ସିନ୍ଦୂରରେ ୨୦ ନୁହେଁ ଧ୍ୱଂସ ପାଇଛି ଆତଙ୍କୀସ୍ତାନର ୨୮ ଠିକଣା
ଇସ୍ଲାମ୍ବାଦ୍: ପାକିସ୍ତାନର ଦସ୍ତାବିଜରୁ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ତଥ୍ୟ, ଯେଉଁଥିରେ ଦାବି କରାଯାଇଛି ଯେ ଭାରତର ଅପରେସନ୍ ସିନ୍ଦୂର ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ବ୍ୟତୀତ ଅନ୍ୟ ଆଠଟି ସ୍ଥାନରେ ଭାରତୀୟ ବାୟୁସେନା ଆକ୍ରମଣ କରି ଏହାକୁ ଧ୍ୱଂସ କରିଛି । ଏହି ସୂଚନା ପାକିସ୍ତାନର ସେନା ଓ ସରକାରୀ ସୂତ୍ରମାନଙ୍କ ରିପୋର୍ଟକୁ ଉଲ୍ଲେଖ କରି ପ୍ରସ୍ତୁତ କରାଯାଇଛି। ଅପରେସନ୍ ସିନ୍ଦୂର ଥିଲା ଏପ୍ରିଲ ୨୨ […]
Read More Text.