ଏବେ ବି ଫେରିନି ୬୧୮୧ କୋଟି ମୂଲ୍ୟର ୨୦୦୦ ଟଙ୍କିଆ ନୋଟ୍
ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୦୦ ଟଙ୍କାର ନୋଟ୍ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେବାର ପ୍ରାୟ ଦୁଇ ବର୍ଷ ବିତିଗଲାଣି, କିନ୍ତୁ ଏହି ନୋଟଗୁଡ଼ିକର ଏକ ବଡ଼ ସଂଖ୍ୟା ଏବେ ବି ଲୋକଙ୍କ ପାଖରେ ପଡ଼ି ରହିଛି। ଏଗୁଡ଼ିକର ମୋଟ ମୂଲ୍ୟ ୬୧୮୧ କୋଟି ଟଙ୍କା ହେବ। ଗତ ମେ ୧ ତାରିଖ ସୁଦ୍ଧା ଏହି ପରିମାଣ ୬୨୬୬ କୋଟି ଟଙ୍କା ଥିଲା । ଅର୍ଥାତ୍ ଆଉ ବିଶେଷ ପରିମାଣର ୨୦୦୦ ଟଙ୍କିଆ ନୋଟ ଫେରୁନାହିଁ […]
Read More Text.