Sikkim flood tragedy 315737985 16x9 0

ଉତ୍ତର-ପୂର୍ବ ଭାରତରେ ଜଳ ପ୍ରଳୟ : ଅଧିକ ପ୍ରଭାବିତ ସିକ୍କିମ

ନୂଆଦିଲ୍ଲୀ: ବେହାଲ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ । ବିଭିନ୍ନ ସ୍ଥାନରେ ବର୍ଷା ପରେ ବନ୍ୟା ସ୍ଥିତି ଉପୁଜିଛି । ରାସ୍ତାରେ ପାଣି, ଘରେ ପାଣି, ବାହାରେ ପାଣି । ଜଳ ପାଇଁ ଜୀବନ ଜଳବନ୍ଦୀ ହୋଇଛି । କେଉଁଠି ଭୂସ୍ଖଳନରେ ଗାଡିରେ ଯାଉଥିବା ଯାତ୍ରୀଙ୍କ ମୃତ୍ୟୁ ହେଲାଣି ତ କେଉଁ ଏନଏଚ ଉପରେ ପାଣି ଜମିଲାଣି । ପାଣିର ପ୍ରଳୟ ପାଇଁ ଏକ ପ୍ରକାର ଅଟକିଯାଇଛି ଉତ୍ତର-ପୂର୍ବ ଭାରତ । ମୌସୁମୀ ଜନିତ ୨ ଦିନର ଲଗାଣ ବର୍ଷା […]

Read More Text.
33kj2jf highres 1687398110

ରୁଷ ବିମାନଘାଟି ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ, ୪୦ ବିମାନ ନଷ୍ଟ

କିବ୍ : ରବିବାର ଦିନ ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି କରିଛି। କୁହାଯାଉଛି ଯେ ୟୁକ୍ରେନ ସେନା ରୁଷୀୟ ବାୟୁସେନାକୁ ଟାର୍ଗେଟ କରିଛି। କିଭ୍ ଇଣ୍ଡିପେଣ୍ଡେଣ୍ଟ ଏକ ସୂତ୍ରକୁ ଉଦ୍ଧାର କରି ଲେଖିଛନ୍ତି ଯେ ଏହି ଆକ୍ରମଣରେ ୪୦ ରୁ ଅଧିକ ରୁଷୀୟ ବୋମା ବିସ୍ଫୋରଣକାରୀ ଜେଟ୍ କ୍ଷତିଗ୍ରସ୍ତ ହୋଇଛି।, ରବିବାର ଦିନ ହିଁ ରୁଷରେ ଦୁଇଟି ସେତୁକୁ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। […]

Read More Text.

୧୯ ଘଣ୍ଟା ଅଟକ ପରେ ମୁକ୍ତ ହେଲେ ସୁନ୍ଦରଗଡ଼ ବିଧାୟକ

ସୁନ୍ଦରଗଡ଼: ୧୯ ଘଣ୍ଟା ଅଟକ ପରେ ବିଧାୟକ ଯୋଗେଶ ସିଂ ଏବଂ ଗ୍ରାମବାସୀଙ୍କୁ ଛାଡ଼ିଲା ପୁଲିସ। ଉପ ଜିଲ୍ଲାପାଳ, ଅତିରିକ୍ତ ଏସ ପି ଏବଂ ଏସ ଡି ପି ଓ ଅଟକ ବିଧାୟକ ଓ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଲିସ ଛାଡ଼ିଥିବା ଜଣାଯାଇଛି। ଜିଲ୍ଲା ପ୍ରଶାସନ, ପୁଲିସ, ଗ୍ରାମବାସୀ ଏବଂ ବିଧାୟକଙ୍କ ମଧ୍ୟରେଆସନ୍ତା ୬ ତାରିଖ ଆଲୋଚନା ହେବାର ନିଷ୍ପତ୍ତି ହୋଇଛି। ସୂଚନାଯୋଗ୍ୟ, ଗତକାଲି ଧାରଣାସ୍ଥଳରୁ ବିଧାୟକଙ୍କ ସମେତ ୬୪ ଗ୍ରାମବାସୀଙ୍କୁ ଉଠାଇ ଆଣି ଅଟକ […]

Read More Text.

ଖୁବ୍ ଶୀଘ୍ର ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ । ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ । ଏନେଇ ବିଚାର ବିମର୍ଶ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି । […]

Read More Text.

ନବ ଦାସ ହତ୍ୟା ମାମଲା: ତ୍ୱରିତ ବିଚାର ପାଇଁ ପିପିଙ୍କ ସହ କ୍ରାଇମବ୍ରାଞ୍ଚର ଆଲୋଚନା

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ପୁନଃ ତଦନ୍ତର ଦ୍ଵିତୀୟ ପର୍ଯ୍ୟାୟ ଛାନଭିନ ଗତକାଲିଠାରୁ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ଦିନରେ ଅତିରିକ୍ତ ଏସପି ବିଜୟ ମଲ୍ଲିକ ଝାରସୁଗୁଡ଼ା ଅତିରିକ୍ତ ଦୌରା ଜଜଙ୍କ କୋର୍ଟରେ ପହଞ୍ଚି ପବ୍ଲିକ ପ୍ରସିକ୍ୟୁଟରଙ୍କ ସହ ଦୀର୍ଘ ଅଧ ଘଣ୍ଟା ଧରି ଆଲୋଚନା କରିଛନ୍ତି। ବିଚାର ପ୍ରକ୍ରିୟାକୁ କିଭଳି ତ୍ୱରିତ କରାଯିବ, ଶୁଣାଣି ତାରିଖ ଶୀଘ୍ର ଶୀଘ୍ର ଆସିବ ସେନେଇ ପିପିଙ୍କ ସହ ବିସ୍ତୃତ ଆଲୋଚନା ହୋଇଥିବା ଶ୍ରୀ ମଲ୍ଲିକ କହିଛନ୍ତି।

Read More Text.

ମୂଲ୍ୟହୀନ ପାଲଟିଛି ବିଶ୍ୱ ତମାଖୁ ବର୍ଜ୍ଜନ ଦିବସ

ଆଗରପଡ଼ା :ପ୍ରତିବର୍ଷ ମେ ୩୧ ତାରିଖ ବିଶ୍ୱ ତମାଖୁ ବର୍ଜ୍ଜନ ଦିବସ ରୂପେ ପାଳିତ ହୋଇଆସୁଛି । ସରକାରୀ ବିଭାଗ ଓ ବିଭିନ୍ନ ବେସରକାରୀ ସଂସ୍ଥା ତରଫରୁ ସଚେତନତାର ଅଭାବ ଯୋଗୁଁ ଏହା କାଗଜ କଲମରେ ସୀମିତ ପ୍ରାୟ । ସରକାର ସଚେତନତାର ବାର୍ତ୍ତା ପ୍ରେରଣ କରୁଥିବା ସ୍ଥଳେ ଏହା କାର୍ଯ୍ୟକାରୀ ହୋଇପାରୁନଥିବାରୁ ଏହି ଦିବସର ତାତ୍ପର୍ଯ୍ୟ ଆଜିଯାଏ କେହି କିଛି ବୁଝି ନାହାଁନ୍ତି । ଯଦି ତମାଖୁ ସେବନର ଭୟାବହତା ସଂପର୍କରେ ଲୋକେ କିଛି ବୁଝିଥାଆନ୍ତେ […]

Read More Text.

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାରମାସୀ ଦଣ୍ଡା ସ୍ଥିତ ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର। ପଞ୍ଚରିଡ଼ା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏହା ହତ୍ୟା ନାଁ ଆତ୍ମହତ୍ୟା କାରଣ ଜଣାପଡ଼ି ନାହିଁ। ଘଟଣାରେ ପୋଲିସର ଛାନଭିନ୍ ଜାରି ରହିଛି। ଅନ୍ୟପଟେ ଏହି ଘଟଣାରେ ନିଆଁରେ ପୋଡ଼ିହୋଇ ଆହତ ହୋଇଛନ୍ତି ଶିଶିରଙ୍କ ପତ୍ନୀ। ଘରର ଆସବାବପତ୍ର ମଧ୍ୟ ପୋଡ଼ି […]

Read More Text.

ଉନ୍ନୟନ କାର୍ଯ୍ୟର ସଫଳତାକୁ ନେଇ ପ୍ରଶ୍ନବାଚୀ, ବନ୍ତ ବ୍ଲକରେ ୯ଜେଇ ସମ୍ଭାଳୁଛନ୍ତି ୨୫ ପଂଚାୟତ

ଆଗରପଡ଼ା :ସରକାରଙ୍କ ଘୋଷଣା ଅନୁଯାୟୀ ପ୍ରତି ପଂଚାାୟତରେ ଜଣେ ପିଇଓ ବା କାର୍ଯ୍ୟନିର୍ବାହୀ ଅଧିକାରୀ, ଜଣେ ଜିଆରଏସ ବା ଗ୍ରାମ୍ୟ ରୋଜଗାର ସେବକ ଏବଂ ଜଣେ କନିଷ୍ଠ ଯନ୍ତ୍ରୀ ରହିବାର ନିୟମ ରହିଛି କିନ୍ତୁ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଯାହା ଫଳରେ ଉନ୍ନୟନ ମୂଳକ କାର୍ଯ୍ୟର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି ବ୍ଲକରେ ୨୫ଟି ଗ୍ରାମପଂଚାୟତ ପାଇଁ ୯ଜଣ କିନଷ୍ଠ ଯନ୍ତ୍ରୀ କାର୍ଯ୍ୟ କରୁଛନ୍ତି । […]

Read More Text.

ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ଚଢାଉ, ଭଡ଼ାରେ ରଖୁଥିବା ମାଲିକଙ୍କ ପରିଚୟ ପତ୍ର ଯାଞ୍ଚ

ଜଳେଶ୍ୱର : ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପୋଲିସ ଚଢାଉ । ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ସାହାବାଜିପୁର ଗାଁରେ ଚଢାଉ କରିଛି ପୋଲିସ । ଗତ ୨୫ ତାରିଖରେ ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ପଶିଥିବା ଅଭିଯୋଗ କରିଥିଲେ ଗ୍ରାମବାସୀ ।  ଅନ୍ୟପଟେ ଭୋଗରାଇ ବ୍ଲକ ସୀମାନ୍ତ ଗାଁରେ ଦିନକୁ ଦିନ ବାଲାଂ ଦେହଜୀବୀଙ୍କ ପ୍ରାଦୃଭାବ ବଢ଼ିବା ସହ ଗାଁରେ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଥିବା ନେଇ ଅଭିଯୋଗ ହୋଇଥିଲା […]

Read More Text.

ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ବାରିପଦା-ଆଜି ବାରିପଦା ଠାରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଙ୍କ ଅଧ୍ୟକ୍ଷତା ରେ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୁ ବାହାରି ବାରିପଦା ସହର ପରିକ୍ରମା କରି ତମାଖୁ, ଅନ୍ୟାନ୍ୟ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବ୍ୟବହାରର କୁପରିଣାମ ସମ୍ବନ୍ଧରେ ଅବଗତ କରାଇ ଏହାର ବ୍ୟବହାରର କୁପ୍ରଭାବ ସ୍ୱରୂପ […]

Read More Text.