ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍

ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। ବ୍ରହ୍ମପୁର ଓ ଭୁବନେଶ୍ବର ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍‌। ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ଚଢ଼ାଉ ଜାରି ରହିଛି। […]

Read More Text.

ଜିଲ୍ଲାସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବାରିପଦା: ବାରିପଦାସ୍ଥିତ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ର ସଭାଗୃହରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି l ଉକ୍ତ ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ସଭାପତିତ୍ୱ କରିଥିବାବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ କୁମାର ପାତ୍ର, ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନ ରଞ୍ଜନ ଆଚାର୍ଯ୍ୟ, ବିଭାଗୀୟ ଅଧିକାରୀ ସୁଦୀପ୍ତ ମୌଲିକ, ବରିଷ୍ଠ ସହାୟକ ଶକୁନ୍ତଳା ସେଠୀ, କନିଷ୍ଠ ସହାୟକ କ୍ଷେତ୍ରମୋହନ ବେହେରା, ଓଷ୍ଟା ର ଜିଲ୍ଲା ସଭାପତି ଚିତ୍ତରଞ୍ଜନ ପଳତା […]

Read More Text.

ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ

ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ।  ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ ।  ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଗତକାଲି ଚଢଉ କରିଥିଲା ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ରେଡ୍ ହୋଇଥିଲା ।  ଘରୁ କେବଳ ନଗଦ ୨କୋଟି ୫୬ ଲକ୍ଷ ଟଙ୍କା ସହ ବୈକୁଣ୍ଠଙ୍କର ଗୋଟିଏ ବହୁତଳ କୋଠା, ୨ଟି ଫ୍ଲାଟ, ୭ଟି ବହୁମୂଲ୍ୟ ପ୍ଲଟ, […]

Read More Text.

ଲଞ୍ଚ ଉଇଣ୍ଡୋଜ୍ କମ୍ପୁଟରର ୧୧ ବର୍ଷ ପୂର୍ତ୍ତି ଉପଲକ୍ଷେ ପକ୍ଷରୁ ରକ୍ତଦାନ ଶିବିର; ୨୪ ୟୁନିଟ୍ ରକ୍ତ ସଂଗୃହିତ

ବାରିପଦା- ଏକ ଅଗ୍ରଣୀ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ର ଲଞ୍ଚ ଉଇଣ୍ଡୋଜ୍ କମ୍ପୁଟର ଏଜୁକେସନ ର ୧୧ ବର୍ଷ ପୂର୍ତ୍ତି ଉପଲକ୍ଷେ  ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ଅନୁଷ୍ଠାନର ସଦସ୍ଯ ,ସମ୍ବାଦ ଆମ ଓଡିଶା ଓ ଜୁନିୟର୍ ରେଡକ୍ରସ୍ ମିଳିତ ଭାବେ  ସହଯୋଗ କରିଥିଲେ  । ଟ୍ରଷ୍ଟର ଟ୍ରଷ୍ଟି ଦୀପକ କୁମାର ବେହେରା,ଡାଇରେକ୍ଟର୍ ଗିତାଞଳୀ ମହାକୁଡ,ଏମଡି ଆଶିଷ କୁମାର ଦଳେଇ, ସମ୍ବାଦର  ପ୍ରତିନିଧି  ତୁଷାର କାନ୍ତ ମହାନ୍ତ, ଜୁନିୟର୍ ରେଡକ୍ରସ୍ ର  ଶିକ୍ଷକ ସ୍ମୃତିରଞନ ପାଣି ପ୍ରମୁଖଙ୍କ  […]

Read More Text.

ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ

ଜେରୁଜେଲମ: ହମାସର ଗାଜା ମୁଖ୍ୟ ମହମ୍ମଦ ସିନଓ୍ବାରକୁ ନିପାତ କରିବା ପରେ ଇସ୍ରାଏଲୀ ସେନା ଆଉ ଏକ ବଡ଼ ସଫଳତା ହାସଲ କରିଛି। ଇସ୍ରାଏଲୀ ସେନା (ଆଇଡିଏଫ୍) ଲେବାନନରେ ଏକ ବିମାନ ଆକ୍ରମଣରେ ଜଣେ ଶୀର୍ଷ ହିଜବୁଲ୍ଲା କମାଣ୍ଡରଙ୍କୁ ହତ୍ୟା କରିଛି। ଆଇଡିଏଫ୍ ଏହାର ସୋସିଆଲ ମିଡିଆ ଆକାଉଣ୍ଟରେ ସୂଚନା ଦେଇଛି ଯେ ଏହା ଦକ୍ଷିଣ ଲେବାନନରେ ହିଜବୁଲ୍ଲା କମାଣ୍ଡର ମହମ୍ମଦ ଅଲି ଜାମୋଲକୁ ହତ୍ୟା କରିଛି। ଆଇଡିଏଫ୍ ଅନୁଯାୟୀ, ଜାମୋଲ ଦକ୍ଷିଣ ଲେବାନନର ଡେର ଅଲ-ଜହରାନି […]

Read More Text.

ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି। ଏହାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏକ ବଡ଼ ସୂଚନା ଘୋଷଣା କରିଛନ୍ତି। ସେ କହିଛନ୍ତି, ଅଦିନିଆ ବର୍ଷାରେ ଯଦି କୌଣସି ଚାଷୀଙ୍କ କ୍ଷୟକ୍ଷତି ହୁଏ, ତେବେ କ୍ଷତିଗ୍ରସ୍ତ ଚାଷୀଙ୍କୁ ତ୍ବରିତ ମିଳିବ କ୍ଷତିପୂରଣ। ମେ’ ୨୭ରୁ ୩୦ ତାରିଖ ମଧ୍ୟରେ ହୋଇଥିବା ଲଘୁଚାପ ବର୍ଷାରେ କ୍ଷୟକ୍ଷତିର ସ୍ଥିତି […]

Read More Text.

ବିଏଲଏ ଦଖଲରେ ପାକିସ୍ତାନର ସୁରାବ ସହର

ଇସଲାମାବାଦ: ପାକିସ୍ତାନରେ ବଲୋଚ ମୁକ୍ତି ବାହିନୀ (ବିଏଲଏ)କୁ ଆଉ ଏକ ସଫଳତା ମିଳିଛି । ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶର ସୁରାବ ସହରକୁ ବିଏଲଏ କବଜା କରି ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ହତ୍ୟା କରିଛି। ମୃତ ସରକାରୀ କର୍ମଚାରୀ ହେଉଛନ୍ତି ଅତିରିକ୍ତ ଉପାୟୁକ୍ତ (ରାଜସ୍ବ) ହିଦାୟତ ବୁଲେଦୀ ବଲୋଚ । ଲଜ୍ଜାଜନକ କଥା ହଉଛି ବିଏଲଏ ସେନାକୁ ଦେଖି ପାକିସ୍ତାନର ସୁରକ୍ଷା ବାହିନୀ ପଳାୟନ କରିଥିଲେ । ସୁରାବକୁ ଦଖଲ କରିବା ପରେ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରତିଷ୍ଠାନ […]

Read More Text.

ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି

ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି । କମିଶନ ଖୁବ ଜିଦଖୋର । ନିଜକୁ ବହୁତ ବଡ଼ ଭାବୁଛନ୍ତି । ଏଥିପାଇଁ ଭୁଲ କଲେ ବି କମିଶନ ସ୍ବୀକାର କରୁନାହାନ୍ତି । ଓଜେଏସ ମୂଲ୍ୟାୟନ ପ୍ରକ୍ରିୟାରେ ଭୁଲକୁ ସ୍ବୀକାର କରିନଥିବାରୁ ସୁପ୍ରିମକୋର୍ଟ ଓପିଏସସି ଉପରେ ବର୍ଷିଛନ୍ତି । ସୁପ୍ରିମକୋର୍ଟଙ୍କ ବିଚାରପତି ସୂର୍ଯ୍ୟକାନ୍ତ, ବିଚାରପତି ଦୀପଙ୍କର ଦତ୍ତ ଓ ବିଚାରପତି ବିଜୟ ବିଷ୍ଣୋୟୀଙ୍କୁ ନେଇ ଗଠିତ ତିନି […]

Read More Text.

ଆମେ କେବେ ମୁଣ୍ଡ ନୁଆଁଇବୁ ନାହିଁ,ସିନ୍ଧୁ ଜଳ ଚୁକ୍ତି ପାକିସ୍ତାନ ପାଇଁ ଲକ୍ଷ୍ମଣରେଖା: ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ: ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ପୁଣି ଥରେ ଭାରତ ବିରୋଧରେ କଠୋର କଥା କହିଛନ୍ତି। ସେ କହିଛନ୍ତି ଯେ, ସିନ୍ଧୁ ଜଳ ଚୁକ୍ତି ପାକିସ୍ତାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ମଣରେଖା ସଦୃଶ, ଯାହାକୁ ସେ କେବେ ବି ଭାଙ୍ଗିବାକୁ କିମ୍ବା ପରିବର୍ତ୍ତନ କରିବାକୁ ଦେବ ନାହିଁ। ଅସୀମ ମୁନିର ଏହା ମଧ୍ୟ କହିଛନ୍ତି ଯେ, ସିନ୍ଧୁ ନଦୀର ପାଣି ପାକିସ୍ତାନର ୨୪ କୋଟି ଲୋକଙ୍କ ମୌଳିକ ଅଧିକାର। ୨୨ ଏପ୍ରିଲରେ ପହଲଗାମରେ […]

Read More Text.

ବିଳମ୍ବରେ ଅଫିସ ଆସିବାରୁ ୧୫ ଜଣଙ୍କ ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ

କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ। ବାରମ୍ବାର ତାଗିଦ୍ ସତ୍ତ୍ବେ କିଛି କର୍ମଚାରୀ ଅଫିସ୍‌କୁ ଠିକ୍ ସମୟରେ ଆସୁ ନଥିଲେ। କଟକ ଉନ୍ନୟନ କର୍ତ୍ତୃପକ୍ଷର ବହୁ କର୍ମଚାରୀ ନିର୍ଦ୍ଧାରିତ ସମୟରେ କାର୍ଯ୍ୟାଳୟକୁ ଆସୁନଥିବାରୁ ସାଧାରଣ ଲୋକେ […]

Read More Text.