ଚାଷୀଙ୍କ ପାଇଁ ଆସନ୍ତାକାଲି ବିଜେଡିର ବଡ ସମାବେଶ
ଭୁବନେଶ୍ୱର: ମଙ୍ଗଳବାର ରାଜଧାନୀରେ ଗର୍ଜିବେ ନବୀନ ଓ ତାଙ୍କ ଟିମ୍ । ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମୋହନ ସରକାରଙ୍କ ବାହାସ୍ପଟ ବିରୋଧରେ ପ୍ରଖର ଓ ଶାଣିତ ସ୍ୱର ଉଠାଇବେ ବିଜେଡି ସୁପ୍ରିମୋ । ରାଜ୍ୟରେ ଚାଷୀଙ୍କ ସମସ୍ୟା ବଢୁଛି, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଭଳି ବୃହତ ସମସ୍ୟା ନେଇ ଆସନ୍ତାକାଲି ଭୁବନେଶ୍ଵର ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ରାଜ୍ୟରେ ଚାଷୀ ସମସ୍ୟା, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଭଳି […]
Read More Text.