ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି, ଭୟଭୀତ ନ ହେବାକୁ କହିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି । ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୫ ରହିଥିଲା । ଏବେ ଆଉ ଦୁଇ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭ ଛୁଇଁଛି । ଏହା କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ସଚିବ ଏସ ଅଶ୍ବଥି । ଆଉ ଜଣେ କୋଭିଡ ପଜିଟିଭ ମଧ୍ୟ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହାର ସମ୍ପୂର୍ଣ୍ଣ ରିପୋର୍ଟ ସ୍ବାସ୍ଥ୍ୟ ବିଭାଗ […]

Read More Text.

ଇରାନ ପରମାଣୁ ବୋମା ତିଆରି କରିବାକୁ ଯାଉଛି : ଆଇଏଇଏ

ତେହେରାନ : ଇରାନରୁ ଆସୁଥିବା ରିପୋର୍ଟ ସାରା ବିଶ୍ୱର ଉତ୍ତେଜନାକୁ ପୁଣି ଥରେ ବୃଦ୍ଧି କରିଛି। ଜାତିସଂଘର ପରମାଣୁ ସୁରକ୍ଷା ସଂସ୍ଥା ଆଟମିକ୍ ଏନର୍ଜି ଏଜେନ୍ସି (ଆଇଏଇଏ)ର ଏକ ଗୁପ୍ତ ରିପୋର୍ଟ ଅନୁଯାୟୀ, ତେହେରାନ ଅସ୍ତ୍ର-ଗ୍ରେଡ୍ ୟୁରାନିୟମର ଷ୍ଟକ୍ ଆହୁରି ବୃଦ୍ଧି କରିଛି, ଅର୍ଥାତ୍ ପରମାଣୁ ବୋମା ତିଆରି କରିବାରେ ସକ୍ଷମ। ଏହି ରିପୋର୍ଟ ପରେ, ଆମେରିକା, ୟୁରୋପ ଏବଂ ମଧ୍ୟପ୍ରାଚ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ ଇରାନରେ ଏବେ ଏତେ ପରିମାଣର […]

Read More Text.

କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫ ବର୍ଷରୁ ଅଧିକ ଅଭିଜ୍ଞତା ନଥିବା ଡ୍ରାଇଭରଙ୍କୁ ନିଯୁକ୍ତି ନଦେବାକୁ ନିଷ୍ପତ୍ତି ନିଆଯାଇଛି। ଆମ ବସ ଦ୍ୱାରା ବାରମ୍ବାର ଦୁର୍ଘଟଣାକୁ ନେଇ ଚାରିଆଡ଼େ […]

Read More Text.

ଗତ ୨୪ଘଣ୍ଟା ମଧ୍ୟରେ ୬୮୫ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ପୁଣିଥରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରାଳୟ ମଇ ୩୧ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ଜାରି କରିଥିବା ଆକଳନ ଅନୁଯାୟୀ ‌ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇ ୩୩୯୫ରେ ପହଞ୍ଚି ଯାଇଛି। ୨୪ଘଣ୍ଟା ମଧ୍ୟରେ ୬୮୫ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ଛତିଶଗଡ଼, କର୍ଣ୍ଣାଟକ, କେରଳ ଓ ଉତ୍ତରପ୍ରଦେଶର ରହିଛନ୍ତି। ୨୪ଘଣ୍ଟା ମଧ୍ୟରେ କେରଳରେ ୧୮୯ଜଣ, କର୍ଣ୍ଣାଟକରେ ୮୬ଜଣ, ପଶ୍ଚିମବଙ୍ଗରେ […]

Read More Text.

ଜୁନ୍ ୧୨ରୁ ସିଧା ଆବୁଧାବିକୁ ଉଡିବ ବିମାନ

ଭୁବନେଶ୍ବର: ସିଧା ରାଜଧାନୀ ଭୁବନେଶ୍ବରରୁ ୟୁଏଇ ରାଜଧାନୀ ଆବୁଧାବି ସହ ସଂଯୋଗ ହେବ ବିମାନ ସେବା । ଆସନ୍ତା  ଜୁନ୍‌ ୧୨ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରୁ  ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ  (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ  ଉଡ଼ିବ । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍‌ ଓ କୁଆଲାଲାମ୍ପୁର ପରେ ଏବେ ଓଡିଶା ବିମାନ ଯାତ୍ରାରେ ଏବେ ଆଉ ଏକ ଅଧ୍ୟାୟ ସୃଷ୍ଟି ହେବାକୁ ଯାଉଛି । ତେବେ ଆସନ୍ତା ଜୁନ୍ ୧୨ରେ ରାଜ୍ୟରେ ବିଜେପି ସରକାରଙ୍କ ଏକ […]

Read More Text.

ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦ ହରାଇଲେ ବିଧାୟକ

ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦବୀ ହରାଇଛନ୍ତି ବିଧାୟକ ଆବ୍ବାସ ଅନସାରୀ। ଉତ୍ତରପ୍ରଦେଶର ମାଉ ବିଧାୟକ ଅବ୍ବାସ ହେଉଛନ୍ତି ପୂର୍ବତନ ବିଧାୟକ ତଥା ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀଙ୍କ ପୁଅ। ଅବ୍ବାସ ସୁହେଲଦେବ ଭାରତୀୟ ସମାଜ ପାର୍ଟିରୁ ପ୍ରାର୍ଥୀ ହୋଇ ମାଉ ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୨୨ରେ ବିଧାନସଭା ନିର୍ବାଚନ ସମୟରେ ସେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଅଭିଯୋଗରେ ତାଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ମାଉ ଏମପି-ଏମଏଲଏ କୋର୍ଟ ଏହାର ଶୁଣାଣି କରି ଅବ୍ବାସଙ୍କୁ ଦୁଇ ବର୍ଷ […]

Read More Text.

୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ, ୭ ମାଉଜର ଓ ୬ ମାଗାଜିନ ଜବତ

ବ୍ରହ୍ମପୁର : ବ୍ରହ୍ମପୁର ବୈଦ୍ୟନାଥପୁର ଓ ଗୋଷାଣି ନୂଆଗାଁ ପୋଲିସର ଚଢ଼ାଉ । ୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ । ସେମାନଙ୍କ ନିକଟରୁ ୭ମାଉଜର, ୬ ମାଗାଜିନ, ୩୪ ଗୁଳି, ନଗଦ ୧ଲକ୍ଷ ୧୧ ହଜାର ଟଙ୍କା ଜବତ ହୋଇଛି । ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବା ଜଣାପଡିଛି । ଗିରଫ ଅପରାଧୀଙ୍କ ବିରୋଧରେ ବହୁ ଅପରାଧିକ ମାମଲା ରହିଛି । ଅପରାଧୀଙ୍କ ଭିତରେ ଜଣେ ଏଟିଏମ୍ କାର୍ଡ ଚୋର ଥିବା ବେଳେ ତାଠାରୁ ୨୨ଟି ଏଟିଏମ୍ […]

Read More Text.

ଭାରତକୁ ଚୀନ ଦେଲା ଝଟ୍‌କା; ସଙ୍କଟରେ ଅଟୋମୋବାଇଲ ଶିଳ୍ପ !

ଭାରତ ସରକାର ଚୀନ ଉତ୍ପାଦିତ ସାମଗ୍ରୀ ପାଇଁ ଭାରତୀୟ ବଜାରକୁ ମୁକ୍ତ କରିଦେଇଛନ୍ତି। ହେଲେ ଚୀନ ଏହାର ଦୋମୁହାଁ ନୀତିରୁ ବାହାରିପାରୁ ନାହିଁ। ବିଭିନ୍ନ ସମୟରେ ଭାରତୀୟ ଶିଳ୍ପ କ୍ଷେତ୍ରକୁ ଅଡୁଆରେ ପକାଇବା ଲାଗି ନାନା ପଦକ୍ଷେପ ନେବାରେ ଲାଗିଛି। ନିକଟରେ ଚୀନ ଭାରତକୁ ଆଉ ଏକ ଝଟ୍‌କା ଦେଇଛି, ଯାହାଦ୍ଵାରା ଭାରତୀୟ ଅଟୋମୋବାଇଲ ଶିଳ୍ପ ଉପରେ ସଙ୍କଟ ଦେଖାଦେଇଛି। ଚୀନ ଭାରତକୁ ଏକ ଦୁର୍ଲଭ ଧାତୁ ରପ୍ତାନୀ ଉପରେ କଟକଣା ଲଗାଇଦେଇଛି। ଏହି ଧାନୁ ବୈଦ୍ୟୁତିକ […]

Read More Text.

ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲା ଦେଢ଼ଶୁର, ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ : ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ, ସଜ୍ଜା ଭୋଗିଲେ ଦେଢ଼ଶୁର। ଏକ ଦୁଷ୍କର୍ମ ଅଭିଯୋଗ ମାମଲାର ଶୁଣାଣି କରି ଆଜି ରାୟ ପ୍ରକାଶ କରିଛନ୍ତି କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ କୋର୍ଟ। ଦୁଷ୍କର୍ମକାରୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇବା ସହିତ, ପୀଡ଼ିତାଙ୍କୁ ଚାରି ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ କରିବା ପାଇଁ କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଞ୍ଚଳର ଅଭିଯୁକ୍ତ ମନୋଜ ବାରିକଙ୍କୁ […]

Read More Text.

ତାଇଓ୍ବାନ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ: ଆମେରିକା

ତାଇଓ୍ବାନକୁ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ। ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସହଯୋଗୀମାନଙ୍କୁ ଶନିବାର ଏ ନେଇ ସତର୍କ କରାଇଛନ୍ତି ଆମେରିକା ପ୍ରତିରକ୍ଷା ସଚିବ ପେଟ୍‌ ହେଗସେଠ୍‌। ଚୀନ ତାଇଓ୍ବାନ ଉପରେ ଆକ୍ରମଣ କରି ତାହାକୁ ନିଜ କବଜାକୁ ନେବା ଲାଗି ପ୍ରସ୍ତୁତି ଚଳାଇଛି। ଏପରି ହେଲେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ବଡ଼ ଧରଣର ସାମରିକ ସଙ୍କଟର ସମ୍ମୁଖୀନ ହୋଇପାରେ ବୋଲି ପେଟ୍‌ କହିଛନ୍ତି। ସିଙ୍ଗାପୁରରେ ଅନୁଷ୍ଠିତ ଶାଙ୍ଗରି-ଲା ନିରାପତ୍ତା ଆଲୋଚନା ବେଳେ ପେଟ୍‌ କହିଛନ୍ତି, ଉପରଠାଉରିଆ […]

Read More Text.